ଶ୍ରୀମନ୍ଦିରରୁ ହଟିଲା ରବିବାର କଟକଣା

ପୁରୀ ଅଫିସ,୧୨ା୩: ଶ୍ରୀମନ୍ଦିରରୁ ରବିବାର କଟକଣା ହଟିଛି। ମାର୍ଚ୍ଚ ୨୦ରୁ ଏଣିକି ରବିବାର ବି ଖୋଲା ରହିବ ଶ୍ରୀମନ୍ଦିର। ସବୁଦିନ ଭଳି ଭକ୍ତମାନେ ରବିବାର ସାଧାରଣ ଦର୍ଶନ କରିପାରିବେ। ଛତିଶା ନିଯୋଗ ବୈଠକ ପରେ ପୁରୀ ଜିଲାପାଳ ସମର୍ଥ ବର୍ମା ଏହି ସୂଚନା ଦେଇଛନ୍ତି। ଏଣିକି ଦ୍ୱାରଫିଟାଠାରୁ ପହଡ଼ ପର୍ଯ୍ୟନ୍ତ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ। ଦର୍ଶନ ସମୟ ଲାଗି ଥିବା କଟକଣା ମଧ୍ୟ ହଟାଇ ଦିଆଯାଇଛି।

ସୂଚନାଯୋଗ୍ୟ, କରୋନା ମହାମାରୀକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ କଟକଣା ଲାଗୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri