ବଦଳିଗଲା ରବିବାର ନିୟମ: ଆସନ୍ତାକାଲି ବିଦ୍ୟାଳୟରେ ହେବ ପାଠପଢ଼ା

ବାଲିଗୁଡ଼ା,୯।୧(ଡି.ଏନ୍‌.ଏ.): ସାଧାରଣତଃ ରବିବାର ସ୍କୁଲ, କଲେଜ ସମେତ ରାଜ୍ୟ ଓ କେନ୍ଦ୍ର ସରକାର ଅଧିନସ୍ଥ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହୁଥିବା ବେଳେ କେତେକ ସ୍ଥାନରେ ବେସରକାରୀ ଅନୁଷ୍ଠାନ ଖୋଲା ରହିଥାଏ। ମାତ୍ର ଚଳିତବର୍ଷ  ରବିବାରରେ ପାଠପଢ଼ା ହେବ।

ଆସନ୍ତାକାଲି ଶିକ୍ଷାବର୍ଷ ପାଇଁ ହେବ ଏକ ନିଆରା ରବିବାର। କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ସମେତ ଆଖପାଖରେ ଥିବା ସମସ୍ତ ଉଚ୍ଚ ବିଦ୍ୟାଳୟ ଶିକ୍ଷୟିତ୍ରୀ ଶିକ୍ଷକ ସ୍କୁଲର ଶ୍ରେଣୀ କକ୍ଷରେ ହାତରେ ଖଡ଼ି ଧରି ଦଶମ ଶ୍ରେଣୀ ବିଦ୍ୟାର୍ଥୀଙ୍କୁ ଶିକ୍ଷାଦାନ କରିବେ ପ୍ରଶାସନ ପକ୍ଷରୁ ଏଭଳି ନିର୍ଦ୍ଦେଶନାମା ଜାରି କରାଯିବା ପରେ ୧୦୦ ଦିନର ପାଠପଢ଼ାକୁ ଆଗେଇ ନେବା ପାଇଁ ଏଣିକି ରବିବାର ଶିକ୍ଷୟିତ୍ରୀଶିକ୍ଷକମାନେ ପିଲାମାନଙ୍କୁ ଶିକ୍ଷାଦାନ କରିବାକୁ ପ୍ରସ୍ତୁତ ଅଛନ୍ତି ବୋଲି ଜଣେ ଶିକ୍ଷକ ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି। ତେବେ ରବିବାରରେ ସ୍କୁଲରେ ପିଲାଙ୍କ ସଂଖ୍ୟା କମିପାରେ ବୋଲି ଶିକ୍ଷାବିତ୍‌ ମହଲରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଟ୍ୟୁଶନ ସାର୍‌ ଅଟକ

ଗୁଣପୁର,୧୨ା୭(ଡି.ଏନ୍‌.ଏ.)-ଜଣେ ୬ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଟ୍ୟୁଶନ ସାର୍‌ଙ୍କ ନାମରେ ଅଭିଯୋଗ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ ପୁଟାସିଂ ଥାନା ଅଞ୍ଚଳରେ ଘଟିଛି...

ଗୃହଦାହ ସନ୍ଦେହରେ ମହିଳାଙ୍କୁ ଆକ୍ରମଣ

ତିହିଡି, ୯।୭ (ଡି.ଏନ.ଏ.) – ଭଦ୍ରକ ଜିଲା ମନ୍ଦାରମାଳ  ଥାନା ଅନ୍ତର୍ଗତ ତିହିଡ଼ି ଗ୍ରାମର ପଦୁ ସାମଲ ଓ ଜଗବନ୍ଧୁ ମସାଲଙ୍କ ଘର ସୋମବାର ରାତିରେ...

ବାଲେଶ୍ୱରରେ ପୁଣି ୭ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଲା

ବାଲେଶ୍ୱର ଅଫିସ,୨୬ା୬: ଶୁକ୍ରବାର ବାଲେଶ୍ୱର ଜିଲାରୁ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଛି। ଆଜି...

ଜୀବନବିନ୍ଦୁରେ ୪୨ ୟୁନିଟ୍‌ ରକ୍ତ ସଂଗ୍ରହ

କେନ୍ଦୁଝର, ୩ା୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ସଦର ନିର୍ବାଚନ ମଣ୍ଡଳୀର ପଳାଶପଙ୍ଗା ୪ନଂ. ଜିଲାପରିଷଦ ଜୋନରେ ରବିବାର ପର୍ଜନପୁର ପଞ୍ଚାୟତ କାର୍ଯ୍ୟାଳୟରେ ବିଜେଡି ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ...

ଲୋକଙ୍କୁ ବେଖାତିର କରୁଛି ସାଗର ସିମେଣ୍ଟ

ଯାଜପୁର ଅଫିସ/ କଳିଙ୍ଗନଗର(ଡି.ଏନ.ଏ.),୯।୧୧: ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ବିପୁଳ ପରିମାଣର ସରକାରୀ ଓ ସାଧାରଣ ପ୍ରଜାଙ୍କ...

ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ରୀଛାତ୍ର

ବାଲିଆପାଳ,୧୬।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅଧୀନ ଅସ୍ତି ପଞ୍ଚାୟତର ବଢ଼ାପାଲ୍‌ ଗ୍ରାମରେ ଥିବା ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା...

ଶେଷ ହେଉନି ‘ପକ୍କା ଘର’ ସଂଘର୍ଷ

ବଇଣ୍ଡା,୬ା୩ – କାହାର ମାଟି କାନ୍ଥ ଭାଙ୍ଗିଯାଇଛି ତ ଆଉ କାହାର ଭଗ୍ନ ଚାଳ ଛପର କେଇଖଣ୍ଡ ବାଉଁଶ ଢିରାରେ ତିଷ୍ଠି ରହିଛି। ଏପରି ବିପଦସଙ୍କୁଳ...

ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ : ଫୁଲବାଣୀ ଭବାନୀ କ୍ଲବ ଚାମ୍ପିୟନ

ଖଜୁରିପଡା,୧୦ା୧- ଖଜୁରିପଡା ବ୍ଲକ ଆର.ନୂଆଗାଁ ପଞ୍ଚାୟତ ଗରାକୁମ୍ପାରେ (ଇନସା) କ୍ଲବ ଆନୁକୂଲ୍ୟରେ ଆୟୋଜିତ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ବୁଧବାର ଉଦ୍‌ଯାପିତ ହୋଇଯାଇଛି। ପ୍ରଥମ ସେମି ଫାଇନାଲ...

Advertisement


Archives

Model This Week