ସୁନ୍ଦରଗଡ଼ରେ ଏମ୍ସ ପ୍ରତିଷ୍ଠା ଦାବି: ବିଧାୟିକା କୁସୁମ ଟେଟେଙ୍କ ନେତୃତ୍ୱରେ ମାନବ ଶୃଙ୍ଖଳ

ସୁନ୍ଦରଗଡ,୧୪।୯(ଡି.ଏନ୍‌.ଏ.): ସୁନ୍ଦରଗଡରେ ଓଡ଼ିଶାର ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ଦାବି ନେଇ ମଙ୍ଗଳବାର ସ୍ଥାନୀୟ ବିଧାୟିକା କୁସୁମ ଟେଟେଙ୍କ ନେତୃତ୍ୱରେ ମାନବ ଶୃଙ୍ଖଳ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ଡିଆର୍‌ଡିଏ ଛକଠାରୁ ଏନ୍‌ଟିପିସି ମେଡିକାଲ ପର୍ଯ୍ୟନ୍ତ ଏହି ୫ କିମି ଏହି ମାନବ ଶୃଙ୍ଖଳ ଅନୁଷ୍ଠିତ ହୋଇ ଲଗାଣ ବର୍ଷା ମଧ୍ୟରେ ବିଧାୟିକା ଓ ଶହ ଶହ ସଂଖ୍ୟାରେ ଜନସାଧାରଣ ଏଥିରେ ଭାଗ ନେଇଥିଲେ। ଜିଲାରେ ଏମ୍ସ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ସହିତ ଆଲୋଚନା କରନ୍ତୁ ବୋଲି ଦାବି କରି ହାତରେ ପ୍ଲାକାର୍ଡ ଧରି ଏହି ମାନବ ଶୃଙ୍ଖଳରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା

ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ…

୬୬ ଜଣଙ୍କୁ ଚୋରି ମୋବାଇଲ ଫେରାଇଲା ଛତ୍ରପୁର ଉପଖଣ୍ଡ ପୋଲିସ

ଛତ୍ରପୁର,୨୯।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଦାରା ଛତ୍ରପୁର ଉପଖଣ୍ଡ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବି.…

ଗାଁରେ ପଶିଲା ବନ୍ୟାଜଳ, ତହସିଲଦାର-ବିଡିଓ ପହଞ୍ଚି ଲୋକଙ୍କୁ…

ତିହିଡ଼ି,୨୯ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ୭ ପଞ୍ଚାୟତରେ ବନ୍ୟା ପରିସ୍ଥିତି ଉଦ୍‌ବେଗଜଣକ ହୋଇଛି। ସାଳନ୍ଦୀ ନଦୀରେ ଆସିଥିବା ବନ୍ୟାପାଣି ବିଭିନ୍ନ ଗାଁରେ ପ୍ରବେଶ…

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ ଆରମ୍ଭ କରି ଠିକାଦାର ଫେରାର, ଯାତାୟାତ ପାଇଁ ଲୋକେ…

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ମଶାଣିବନ୍ଧ ଗ୍ରାମର ଏମ୍‌ଇ ସ୍କୁଲ ନିକଟରେ ଆର୍‌ଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତାକାମ…

ରୁପ୍ରା ରୋଡ଼ ରେଳ ଷ୍ଟେଶନରେ ଟ୍ରେନ ରହଣି ପାଇଁ ତେଜୁଛି ଦାବି: ପ୍ରତିଶ୍ରୁତି ଦେଲେ ରେଳ ମହାପ୍ରବନ୍ଧକ

କେସିଙ୍ଗା/ନର୍ଲା, ୨୯।୭(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କୋଭିଡ ସମୟରେ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧୀନ ରୁପ୍ରାରୋଡ଼ ରେଳ ଷ୍ଟେଶନରେ ଦ୍ରୁତଗାମୀ ଟ୍ରେନ ଗୁଡିକ ରହୁଥିଲା। ଏବେ କିନ୍ତୁ…

ଜୁନରେ ଘାରିଥିଲା ମରୁଡ଼ି ଆଶଙ୍କା, ଜୁଲାଇରେ ଲଗାଣ ବର୍ଷା; ଉଜୁଡ଼ିବାକୁ ବସିଲା ଧାନ ଚାଷ

ଅମରପାଲି, ୨୯।୭ (ପୀତାମ୍ବର ସାହୁ): ଚଳିତ ଖରିଫ ଋତୁରେ ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର କୃଷି ଅଞ୍ଚଳରେ ପାଗର ଅସ୍ବାଭାବିକ ପରିବର୍ତ୍ତନ ଚାଷୀଙ୍କ ଚିନ୍ତାକୁ ବଢ଼ାଇ ଦେଇଛି। ଜୁନ…

୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri