ଜାନୁଆରୀ ୨୩ରେ ରାହୁଲ-ଆଥିୟାଙ୍କ ବିବାହ!

ଭାରତୀୟ କ୍ରିକେଟର୍‌ କେଏଲ ରାହୁଲ ହାତକୁ ଦି’ ହାତ ହେବାକୁ ଯାଉଛନ୍ତି। ସେ ଦୀର୍ଘଦିନର ପ୍ରେମିକା ତଥା ଅଭିନେତ୍ରୀ ଆଥିୟା ଶେଟ୍ଟୀଙ୍କୁ ଜାନୁଆରୀ ୨୩ରେ ବିବାହ କରିବେ ବୋଲି ଚର୍ଚ୍ଚା ହେଉଛି। ବିବାହ ଉତ୍ସବ ୩ ଦିନ ଧରି ଚାଲିବ। ୨୧ ଏବଂ ୨୨ ଜାନୁଆରୀରେ ହଳଦୀ ଏବଂ ମେହନ୍ଦୀ କାର୍ଯ୍ୟକ୍ରମ ହେବ। ୨୩ରେ ବିବାହ ହେବ। ଆଥିୟାଙ୍କ ପିତା ତଥା ଅଭିନେତା ସୁନୀଲ ଶେଟ୍ଟୀଙ୍କ ଖଣ୍ଡାଲାସ୍ଥିତ ବାସଭବନରେ ବିବାହ କାର୍ଯ୍ୟକ୍ରମ ଆୟୋଜିନ ହେବ। ଏହି ବିବାହରେ ବଲିଉଡ ଏବଂ କ୍ରିକେଟ୍‌ ଜଗତର ଅନେକ ସେଲିବ୍ରିଟି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ରାହୁଲ ଏବଂ ଆଥିୟା ପ୍ରାୟ ୪ ବର୍ଷ ହେବ ପରସ୍ପରକୁ ଡେଟ୍‌ କରୁଛନ୍ତି। ଉଭୟଙ୍କୁ ଅନେକ ପାର୍ଟିରେ ମଧ୍ୟ ଏକତ୍ର ଦେଖିବାକୁ ମିଳେ। ରାହୁଲଙ୍କୁ ଚିୟର କରିବା ପାଇଁ ଆଥିୟାଙ୍କୁ ଅନେକଥର ଷ୍ଟାଡିୟମରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ

ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ...

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

ଫାରାହ ଖାନ୍‌ଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ମା’ ମେନକା ଇରାନିଙ୍କ ନିଧନ

ବମ୍ବେ: ମା’ଙ୍କୁ ହରାଇଛନ୍ତି କୋରିଓଗ୍ରାଫର-ନିର୍ଦ୍ଦେଶକ ଫାରାହ ଖାନ୍‌। ଶୁକ୍ରବାର ତାଙ୍କର ମା’ ମେନକା ଇରାନୀଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା।...

ବାଂଲାଦେଶକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତ, ପାକିସ୍ତାନ ସହ ହୋଇପାରେ ବଡ଼ ମୁକାବିଲା

ନୂଆଦିଲ୍ଲୀ,୨୬।୦୭: ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri