Odisha Elections 2024

ଜାନୁଆରୀ ୨୩ରେ ରାହୁଲ-ଆଥିୟାଙ୍କ ବିବାହ!

ଭାରତୀୟ କ୍ରିକେଟର୍‌ କେଏଲ ରାହୁଲ ହାତକୁ ଦି’ ହାତ ହେବାକୁ ଯାଉଛନ୍ତି। ସେ ଦୀର୍ଘଦିନର ପ୍ରେମିକା ତଥା ଅଭିନେତ୍ରୀ ଆଥିୟା ଶେଟ୍ଟୀଙ୍କୁ ଜାନୁଆରୀ ୨୩ରେ ବିବାହ କରିବେ ବୋଲି ଚର୍ଚ୍ଚା ହେଉଛି। ବିବାହ ଉତ୍ସବ ୩ ଦିନ ଧରି ଚାଲିବ। ୨୧ ଏବଂ ୨୨ ଜାନୁଆରୀରେ ହଳଦୀ ଏବଂ ମେହନ୍ଦୀ କାର୍ଯ୍ୟକ୍ରମ ହେବ। ୨୩ରେ ବିବାହ ହେବ। ଆଥିୟାଙ୍କ ପିତା ତଥା ଅଭିନେତା ସୁନୀଲ ଶେଟ୍ଟୀଙ୍କ ଖଣ୍ଡାଲାସ୍ଥିତ ବାସଭବନରେ ବିବାହ କାର୍ଯ୍ୟକ୍ରମ ଆୟୋଜିନ ହେବ। ଏହି ବିବାହରେ ବଲିଉଡ ଏବଂ କ୍ରିକେଟ୍‌ ଜଗତର ଅନେକ ସେଲିବ୍ରିଟି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ରାହୁଲ ଏବଂ ଆଥିୟା ପ୍ରାୟ ୪ ବର୍ଷ ହେବ ପରସ୍ପରକୁ ଡେଟ୍‌ କରୁଛନ୍ତି। ଉଭୟଙ୍କୁ ଅନେକ ପାର୍ଟିରେ ମଧ୍ୟ ଏକତ୍ର ଦେଖିବାକୁ ମିଳେ। ରାହୁଲଙ୍କୁ ଚିୟର କରିବା ପାଇଁ ଆଥିୟାଙ୍କୁ ଅନେକଥର ଷ୍ଟାଡିୟମରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ ଖେଳାଳି ଭାରତକୁ ଜିତାଇପାରନ୍ତି ଟି-୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୮।୫: ଟି-୨୦ ବିଶ୍ୱକପ ୨୦୨୪ ବହୁତ ନିକଟତର। ବର୍ତ୍ତମାନ ଟୁର୍ନାମେଣ୍ଟ ଆରମ୍ଭ ପାଇଁ ଆଉ କିଛି ଦିନ ବାକି ଅଛି। ଏହି ଟୁର୍ନାମେଣ୍ଟ ମାଧ୍ୟମରେ ପୁଣିଥରେ...

ଭାରତୀୟ ଟିମ୍‌ର କୋଚ ପାଇଁ ଆବେଦନ ସମୟ ସୀମା ଶେଷ

ନୂଆଦିଲ୍ଲୀ,୨୮।୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ବର୍ତ୍ତମାନ ନ୍ୟୁୟର୍କରେ ଅଛନ୍ତି। ବର୍ତ୍ତମାନର ଦଳର ମୁଖ୍ୟ...

କାନ୍ସରେ ‘ହାବାସପୁରୀ ୱେଭିଙ୍ଗ୍‌’ର ପୋଷ୍ଟର ଉନ୍ମୋଚିତ

ଭୁବନେଶ୍ୱର,୨୮।୫(ଅନୁରାଧା ମହାରଣା):ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ ତଥା ଲେଖକ ଓଡ଼ିଶାର ବିଶ୍ୱନାଥ ରଥ କାନ୍ସ ଫିଲ୍ମ ଫେଷ୍ଟିଭାଲର ୭୭ତମ ସଂସ୍କରଣରେ କୋଟପାଡ଼ ହସ୍ତତନ୍ତର...

ହରମନ୍‌ପ୍ରୀତଙ୍କ ହ୍ୟାଟ୍ରିକ୍‌ରେ ଭାରତ ବିଜୟୀ

ଆଣ୍ଟ୍ବେର୍ପ,୨୮ା୫(ପି.ଟି): ଅଧିନାୟକ ହରମନ୍‌ପ୍ରୀତ ସିଂଙ୍କ ହ୍ୟାଟ୍ରିକ୍‌ ଗୋଲ୍‌ ବଳରେ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ହକିରେ ଆର୍ଜେଣ୍ଟିନାକୁ ୫-୪ରେ ପରାସ୍ତ କରିଛି ଭାରତ। ହରମନ୍‌ପ୍ରୀତ୍‌ (୨୯, ୫୦...

ଅଷ୍ଟ୍ରେଲିଆ ଦଳରେ ଖେଳାଳି ଅଭାବ

ମେଲବୋର୍ନ, ୨୮ା୫ (ପି.ଟି.): ଆସନ୍ତା ମାସରେ ହେବାକୁଥିବା ଟି୨୦ ବିଶ୍ୱକପ୍‌ ଲାଗି ଅଷ୍ଟ୍ରେଲିଆର ଓ୍ବାର୍ମଅପ୍‌ ମ୍ୟାଚ ବେଳେ ଦଳରେ ଖେଳାଳି ଅଭାବ ପରିଲକ୍ଷିତ ହେବ। ତେଣୁ...

କିସ୍‌ ଚାମ୍ପିୟନ, ଜଗତ୍‌ସିଂହପୁର ରନରଅପ୍‌

ଭୁବନେଶ୍ୱର, ୨୮।୫ (ତପନ ସ୍ବାଇଁ): ଓଡ଼ିଶା ରଗ୍‌ବୀ ଫୁଟବଲ ଆସୋସିଏଶନ (ଓର୍‌ଫା) ଆନୁକୂଲ୍ୟରେ କିଟ୍‌ ରଗ୍‌ବୀ ଷ୍ଟାଡିୟମରେ ଆନ୍ତଃ ଜିଲା ଜୁନିୟର ବାଳିକା ରଗ୍‌ବୀ ୭ଏସ୍‌...

ସ୍ବିଟେକ୍‌, ଜାବେରଙ୍କ ସହଜ ବିଜୟ

ପ୍ୟାରିସ, ୨୮।୫: ଟପ୍‌ ସିଡ୍‌ ଇଗା ସ୍ବିଟେକ ଓ ୮ମ ସିଡ୍‌ ଓନ୍ସ ଜାବେର ପ୍ରମୁଖ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସର ପ୍ରଥମ...

ମୁନାଓ୍ବର ଫାରୁକିଙ୍କ ଦ୍ୱିତୀୟ ବିବାହ ଚର୍ଚ୍ଚା

ମୁମ୍ବାଇ: ରିଏଲିଟି ଶୋ ‘ବିଗବସ୍‌-୧୭’ର ବିଜେତା ମୁନାଓ୍ବର ଫାରୁକି ଦ୍ୱିତୀୟ ଥର ପାଇଁ ବିବାହ କରିଥିବା ଜାତୀୟ ଗଣମାଧ୍ୟମରେ ଏକ ରିପୋର୍ଟ ପ୍ରକାଶ ପାଇଛି। ୧୦ରୁ ୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri