ସୁନୀଲ ବଂଶଲ ରାଜ୍ୟ ଭାଜପା ପ୍ରଭାରୀ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ରାଜ୍ୟ ଭାଜପା ପାଇଁ ନୂଆ ପ୍ରଭାରୀ ନିଯୁକ୍ତ ହୋଇଛନ୍ତି।  ବୁଧବାର ସୁନୀଲ ବଂଶଲଙ୍କୁ ରାଜ୍ୟ ଭାଜପା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଥିବା ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂହ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସୁନୀଲଙ୍କୁ ଓଡ଼ିଶା ସହିତ ପଶ୍ଚିମବଙ୍ଗ ଏବଂ ତେଲେଙ୍ଗାନା ଦାୟିତ୍ୱ ମିଳିଥିବା ନେଇ ଭାଜପା ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସୁନୀଲ ପୂର୍ବରୁ ଉତ୍ତରପ୍ରଦେଶର ଭାଜପା ସାଧାରଣ ସମ୍ପାଦକ ଭାବରେ କାର୍ଯ୍ୟ କରୁଥିଲେ। ଭାଜପା ନେତୃତ୍ୱ ବଂଶଲଙ୍କୁ ଉତ୍ତରପ୍ରଦେଶରୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନେଇଛି। ତାଙ୍କୁ ଧର୍ମବୀରଙ୍କ  ସ୍ଥାନ ଦିଆଯାଇଛି। ସେ ବର୍ତ୍ତମାନ ଝାଡ଼ଖଣ୍ଡର ଦାୟିତ୍ୱ ତୁଲାଉଛନ୍ତି। ସୁନୀଲଙ୍କ ସାଂଗଠନିକ ଦକ୍ଷତା ଥିବାରୁ ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri