ଓଡ଼ିଶାରେ ଭାଜପା ପ୍ରଭାରୀ ବଂଶଲ

ଭୁବନେଶ୍ବର,୨୩।୯(ବ୍ୟୁରୋ): ଭାଜପା ପ୍ରଭାରୀ ସୁନୀଲ ବଂଶଲ ଶୁକ୍ରବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି। ପ୍ରଭାରୀ ବଂଶଲଙ୍କୁ ଦଳ ପକ୍ଷରୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ୨୦୨୪ ସାଧାରଣ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବେ। ଏହାସହ ଦଳର ବିଧାୟକ, ଏମ୍‌ପି ଓ ଦଳର ବିଭିନ୍ନ ମୋର୍ଚ୍ଚା ପଦାଧିକାରୀଙ୍କ ସହ ପୃଥକ ପୃଥକ ଭାବରେ ଆଲୋଚନା କରିବେ ବୋଲି ଜଣାପଡିଛି। ଆସନ୍ତା ୨୯ ତାରିଖରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡିଶା ଗସ୍ତରେ ଆସିବେ। ଏହା ପୂର୍ବରୁ ବଂଶଲ ସ୍ଥିତି ସମୀକ୍ଷା ପାଇଁ ଦିନିକିଆ ଓଡିଶା ଗସ୍ତରେ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାତ, ସୋୟାବିନ ତରକାରୀ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ସୋହେଲା,୩୦।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଳକ ରେଙ୍ଗାଲି ପଞ୍ଚାୟତ ଅଧୀନ ବ୍ରାହ୍ମଣୀଡିହି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନ ଭୋଜନ ଖାଇ ୫୦ରୁ ଊର୍ଦ୍ଧ୍ୱ...

ଦୁଗ୍ଧ ଶୀତଳିକରଣ ଭଣ୍ଡାର ସମ୍ମୁଖରେ କ୍ଷୀର ଢ଼ାଳି ପ୍ରତିବାଦ କଲେ ଚାଷୀ

ବାସୁଦେବପୁର,୧୩।୭(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ସ୍ଥିତ ଦୁଗ୍ଧ ଶୀତଳିକରଣ ଭଣ୍ଡାର ସମ୍ମୁଖରେ ଶନିବାର ଶତାଧିକ ଚାଷୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶୁକ୍ରବାର ରାତିରେ ମଧ୍ୟ ଚାଷୀମାନେ...

ବାଲି ମାଫିଆଙ୍କ ଆତଙ୍କରାଜ୍‌ ଆର୍‌ଆଇ, ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ

ଭଣ୍ଡାରିପୋଖରୀ, ୪ା୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବନ୍ଦାଳୋ ମଢ଼ିଆଳୀ ପଞ୍ଚାୟତ ବିରିଡ଼ିସ୍ଥିତ ବୈତରଣୀ ନଦୀପଠାରୁ ବାଲି ମାଫିଆମାନେ ବେଆଇନ ଭାବେ ବାଲି ଚାଲାଣ...

କମିଶନରେଟ ପୋଲିସରେ ଖୋଲିବ ସ୍ବତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଓ ବ୍ୟବସାୟିକ ରାଜଧାନୀ କଟକରେ ଦିନକୁ ଦିନ ଅପରାଧ ବଢିବାରେ ଲାଗିଛି। ଏହା କମିଶନରେଟ ପୋଲିସ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି...

ଶ୍ରୀନଅର ସମ୍ମୁଖରେ ଲକ୍ଷ୍ମୀ ନାରାୟଣଙ୍କୁ ଭେଟ କରାଇଲେ ଗଜପତି ମହାରାଜା

ପୁରୀ ଅଫିସ,୧୩।୭: ନବଦିନାତ୍ମକ ଯାତ୍ରା ସାରି ଭାଇ ଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ୁଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେପଟେ ଶ୍ରୀମନ୍ଦିର ଚାହାଣି ମଣ୍ଡପରେ...

ଆଜି ୭ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ଓ ଆଉ କେତେକ...

ବୃଦ୍ଧଙ୍କୁ ଅଜଗର ଗିଳିବା ଘଟଣା ଚର୍ଚ୍ଚାରେ ରହିଗଲା: ୮ଦିନ ପରେ ନିଖୋଜ ବୃଦ୍ଧଙ୍କ ପତ୍ତା ମିଳୁନି

ଭୁବନେଶ୍ୱର, ୫।୯(ବ୍ୟୁରୋ):କଟକ ଜିଲା ବାଙ୍କୀ ସବ୍‌ଡିଭିଜନ ଅନ୍ତର୍ଗତ ଡମପଡ଼ା ଅଭୟାରଣ୍ୟ ଭିତରେ ଜଣେ ବୃଦ୍ଧକୁ ଅଜଗର ଗିଳିଥିବା ନେଇ ୫ଦିନ ହେବ ଚର୍ଚ୍ଚା ଚାଲିଛି। ହେଲେ...

ରାଜଧାନୀର ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଘୋଷଣା

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜଧାନୀର ଆଉ ୬ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି । କୋଭିଡ୍‌ ସଂକ୍ରମଣ ବଢୁଥିବାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ...

Advertisement
Archives

Model This Week