Posted inଖେଳ

କ୍ରିକେଟ୍‌ ଇତିହାସରେ ଆଜି ଏକ ଅଭୁଲା ଦିନ

ଜୁନ ୭, ବିଶ୍ୱ କ୍ରିକେଟ ଇତିହାସରେ ଏକ ସ୍ବତନ୍ତ୍ର ଦିନ। ୧୯୭୫ ମସିହା ଆଜିର ଦିନରେ ଲର୍ଡସ ଗ୍ରାଉଣ୍ଡରେ ଦିନିକିଆ ବିଶ୍ୱକପର ପ୍ରଥମ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତ ଏବଂ ଇଂଲଣ୍ଡ ମୁହାଁମୁହିଁ ହୋଇଥିଲେ। ସେତେବେଳେ ଦିନିକିଆ ଫର୍ମାଟ ୫୦ ବଦଳରେ ୬୦ ଓଭର ବୋଲିଂ କରାଯାଇଥିଲା। ଇଂଲଣ୍ଡ ୪ ଉଇକେଟ ହରାଇ ୩୩୪ ସ୍କୋର କରିଥିଲା। ବଡ ଟାର୍ଗେଟକୁ ପିଛା କରି ଭାରତୀୟ ଦଳ ନିର୍ଦ୍ଧାରିତ ଓଭରରେ ୩ ଉଇକେଟ ହରାଇ ମାତ୍ର ୧୩୨ ରନ ସ୍କୋର କରିପାରିଥିଲା। ଭାରତୀୟ ଓପନର୍‌ ସୁନୀଲ ଗାଭାସ୍କର ୧୭୪ ବଲ୍‌ର ସମ୍ମୁଖୀନ ହୋଇ ମାତ୍ର ୩୬ ରନ୍‌ରେ ଅପରାଜିତ ରହିଥିଲେ। ଏହି ଇନିଂସ ଯୋଗୁ ଗାଭାସ୍କରଙ୍କୁ ଅନେକ ସମାଲୋଚନା କରାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତର ପରାଜୟ ଅପେକ୍ଷା ଗାଭାସ୍କରଙ୍କ ସ୍କୋର ଅଧିକ ଚର୍ଚ୍ଚାରେ ଥିଲା। ସେ ମାତ୍ର ୨୦.୬୯ ହାରରେ ରନ୍‌ ସ୍କୋର କରିଥିଲେ। ତାଙ୍କ ବ୍ୟାଟ୍‌ରୁ ମାତ୍ର ଗୋଟିଏ ଚୌକା ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ କୋହଲିଙ୍କ ପରେ ବାପା ହେଲେ ଏହି ଖେଳାଳି: ସାମ୍ନାକୁ ଆସିଲା ପୁଅର ଫଟୋ

ମହାମାରୀ କରୋନା ସମୟରେ ଅନେକ କ୍ରିକେଟରଙ୍କ ଘରକୁ ନୂଆ ଅତିଥି ଆସିଛନ୍ତି। ଭାରତୀୟ ଖେଳାଳି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଠାରୁ ଆରମ୍ଭ କରି ବିରାଟ କୋହଲି ବାପା...

କୋହଲିଙ୍କ ବିଶ୍ୱ ରେକର୍ଡ

ମାଞ୍ଚେଷ୍ଟର,୨୭।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ବିଶ୍ୱରେକର୍ଡର ଅଧିକାରୀ ହୋଇଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଗୁରୁବାର ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ର ଏକ ମ୍ୟାଚ୍‌ ଅବସରରେ...

ରାହୁଲ, ଷ୍ଟୋଇନିସ, ବିଷ୍ଣୋଇଙ୍କୁ ନେଲା ଲକ୍ଷ୍ନୌ

ମୁମ୍ବାଇ,୧୮।୧: ଆଇପିଏଲର ନୂଆ ଲକ୍ଷ୍ନୌ ଫ୍ରାଞ୍ଚାଇଜ ଆଗାମୀ ମେଗା ଅକ୍‌ଶନ ପୂର୍ବରୁ ୩ ଖେଳାଳିଙ୍କ ନାମ ସ୍ପଷ୍ଟ କରିଛି। ଏଥିରେ ଲୋକେଶ ରାହୁଲ ଓ ଲେଗ୍‌...

ଅଲ୍‌ଟିମେଟ ଖୋ ଖୋ

ସ୍ବଦେଶୀ କ୍ରୀଡ଼ା ଖୋ ଖୋରେ ଏକ ନୂଆ ଯୁଗ ଆରମ୍ଭ ହେବାକୁ ଯାଉଛି। ଏହି ଖେଳର ଅଧିକ ପ୍ରଚାର ପ୍ରସାର ଏବଂ ଏହାକୁ ଲୋକପ୍ରିୟ କରାଇବା...

୯୭ ରନ୍‌ର ପାଳି ଖେଳିବା ପୂର୍ବରୁ ୨ ଇଞ୍ଜେକ୍ସନ ନେଇଥିଲେ ଏହି ଭାରତୀୟ କ୍ରିକେଟର, କହିଲେ ଏଭଳି..

ନୂଆଦିଲ୍ଲୀ,୨୪।୧: ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ରେ ଭାରତର ବିଜୟରେ ପ୍ରମୁଖ ଭୂମିକା ତୁଲାଇଥିଲେ ଯୁବ ଉଇକେଟକିପର ତଥା ବ୍ୟାଟ୍ସମ୍ୟାନ୍‌ ରିଷଭ ପନ୍ତ। ଗାବା ଟେଷ୍ଟରେ ପନ୍ତ ୮୯...

୨୫ ବର୍ଷରେ ପଦାର୍ପଣ କଲେ ସିନ୍ଧୁ

ହାଇଦ୍ରାବାଦ୍‌,୫।୭: ରିଓ ଅଲିମ୍ପିକ୍ସ ରୌପ୍ୟ ପଦକ ବିଜୟିନୀ ତଥା ଭାରତୀୟ ମହିଳା ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ ରବିବାର ୨୫ ବର୍ଷରେ ପଦାର୍ପଣ କରିଛନ୍ତି। ସିନ୍ଧୁଙ୍କ...

ଦ୍ୱିଶତକ ପୂରଣ କଲେ ବିରାଟ କୋହଲି

ଦୁବାଇ,୨୫।୧୦: ଚଳିତ ଆଇପିଏଲର ୪୪ତମ ମୁକାବିଲାରେ ମୁହାଁମୁହିଁ ହେଉଛନ୍ତି ଚେନ୍ନାଇ ସୁପର୍‌ କିଙ୍ଗସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ୍‌। ଏହି ମ୍ୟାଚରେ ଆରସିବି ଅଧିନାୟକ ବିରାଟ...

ବିରାଟଙ୍କୁ ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ଲାରା

ମାଞ୍ଚେଷ୍ଟର,୨୮।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପରେ ଏକ ମ୍ୟାଚରେ ସେ ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦...

Advertisement
Archives

Model This Week