Posted inଖେଳ

ଜନ୍ମଦିନରେ ମିଳିଲାନି ସୁଯୋଗ: ଉଠିଲା ପ୍ରଶ୍ନ

ୟୁଏଇ,୨୨।୯: ଆଇପିଏଲ୍‌ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ନିଜ ପ୍ରଥମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ରାଜସ୍ଥାନ ରୟାଲ୍ସ ବିପକ୍ଷ ପ୍ଲେ -୧୧ରେ କ୍ରିସ ଗେଲଙ୍କୁ ଅନ୍ତର୍ଭୁକ୍ତ କରି ନ ଥିଲେ। କେବଳ ପ୍ରଶଂସକମାନେ ଏଥିରେ ରାଗି ନ ଥିଲେ, ପୂର୍ବତନ ଖେଳାଳି ସୁନୀଲ ଗାଭାସ୍କର ଏବଂ ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସେନ ମଧ୍ୟ ରାଗି ଯାଇଥିଲେ। ଗେଲଙ୍କ ସେପ୍ଟେମ୍ବର ୨୧ରେ ଗେଲ୍‌ ନିଜର ୪୨ତମ ଜନ୍ମଦିନ ପାଳନ କରୁଥିଲେ। ଏଭଳି ପରିସ୍ଥିତିରେ ପ୍ରଶଂସକମାନେ ଆଶା କରିଥିଲେ ଯେ ସିକ୍ସର୍‌ କିଙ୍ଗ ଗେଲ୍‌ ନିଶ୍ଚିତ ଭାବରେ ଏହି ମ୍ୟାଚ ଖେଳିବେ। କିନ୍ତୁ ଟସ ଜିତିବା ପରେ ଯେତେବେଳେ ଅଧିନାୟକ କେ.ଏଲ ରାହୁଲ ଦଳର ୪ ଜଣ ବିଦେଶୀ ଖେଳାଳିଙ୍କୁ ନାମିତ କରିଥିଲେ, ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏଥିରେ ଗାଭାସ୍କର ଏବଂ ପିଟରସନ୍‌ ତାଙ୍କୁ ନ ଖେଳାଇବାକୁ ଦେଇ ଦଳର ମ୍ୟାନେଜ୍‌ମେଣ୍ଟ ଉପରେ ପ୍ରଶ୍ନ ଉଠାଇଛନ୍ତି।
ଆଇପିଏଲ ୨୦୨୧ର ପ୍ରଥମାର୍ଦ୍ଧରେ ପଞ୍ଜାବ କିଙ୍ଗସ ପାଇଁ ଗେଲ ସମସ୍ତ ୮ଟି ମ୍ୟାଚ ଖେଳିଥିଲେ। ସେ ହାରାହାରି ୨୫ରେ ୧୭୮ ରନ ସ୍କୋର କରିଥିଲେ। କିନ୍ତୁ ସେ ଗୋଟିଏ ଅର୍ଦ୍ଧଶତକ ହାସଲ କରିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri