Posted inଖେଳ

ଅଶ୍ୱିନଙ୍କ ସନ୍ନ୍ୟାସ ଘୋଷଣାର ସମୟକୁ ନେଇ ପ୍ରଶ୍ନ ଉଠାଇଲେ ଗାଭାସ୍କର, କହିଦେଲେ ଏମିତି

ବ୍ରିସବେନ,୧୮।୧୨: ଭାରତୀୟ ଟିମ୍‌ର ପୂର୍ବତନ ଅଧିନାୟକ ତଥା ନିଜ ସମୟର ଭେଟେରାନ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ରବିଚନ୍ଦ୍ରନ ଅଶ୍ୱିନଙ୍କ ଅବସର ଘୋଷଣା ନେଇ ପ୍ରଶ୍ନ ଉଠାଇଛନ୍ତି। ବିଶେଷକରି ସନ୍ନ୍ୟାସ ନେବାର ସମୟକୁ ସେ ଆଲୋଚନା କରିଛନ୍ତି। ଅଶ୍ୱିନ ଟେଷ୍ଟ ସିରିଜ ଶେଷ ହେବାର ଅପେକ୍ଷା କରିପାରିଥାନ୍ତେ। କାରଣ ଭାରତୀୟ ଟିମ୍‌ ନିକଟରେ ଆଗାମୀ ୨ ଟେଷ୍ଟ ମ୍ୟାଚ୍‌ ଲାଗି ୧ ସଦସ୍ୟ କମ୍‌ ହୋଇଥିବା ଗାଭାସ୍କର କହିଛନ୍ତି।

ଅଶ୍ୱିନ ତୃତୀୟ ଟେଷ୍ଟ ସମାପ୍ତ ହେବା ପରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବାର ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ ଏବେ ୧-୧ରେ ସମାନ ରହିଛି। ତେବେ ଗାଭାସ୍କର ଅଶ୍ୱିନଙ୍କ ନିଷ୍ପତ୍ତି ନେଇ କହିଛନ୍ତି ଯେ, ସିରିଜ ଶେଷ ହେବା ପରେ ଭାରତୀୟ ଟିମ୍‌ରେ ଚୟନ ଲାଗି ଉପଲବ୍ଧ ରହିବି ନାହିଁ। ଏମିତି କହିବାର ମାନେ ବା କ’ଣ। ମହେନ୍ଦ୍ର ସିଂ ଧୋନୀ ମଧ୍ୟ ଏହିଭଳି ୨୦୧୪-୧୫ ସିରିଜ ସମୟରେ ତୃତୀୟ ଟେଷ୍ଟ ମ୍ୟାଚ୍‌ ପରେ ସନ୍ନ୍ୟାସ ଘୋଷଣା କରିଥିଲେ। ଏମିତିରେ ଦଳରେ ଜଣେ ସଦସ୍ୟ କମ୍‌ ହୋଇଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri