Posted inଖେଳ

ପରିବର୍ତ୍ତନ ଲାଗି ପରାମର୍ଶ ଦେଲେ ଗାଭାସ୍କର

ଦୁବାଇ,୨୯।୧୦: ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୧୨ ପର୍ଯ୍ୟାୟରେ ଆସନ୍ତା ରବିବାର ନ୍ୟୁଜିଲାଣ୍ଡକୁ ଭେଟିବାକୁ ଯାଉଛି ଭାରତୀୟ ଦଳ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ କିମ୍ବଦନ୍ତୀ କ୍ରିକେଟର ତଥା ଭାଷ୍ୟକାର ସୁନିଳ ଗାଭାସ୍କର ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଦଳରେ ଦୁଇଟି ପରିବର୍ତ୍ତନ କରିବାକୁ ପରାମର୍ଶ ଦେଇଛନ୍ତି।

କିମ୍ବଦନ୍ତୀ କ୍ରିକେଟର ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତ୍‌କାର ଦେଇ କହିଛନ୍ତି, ”ଯଦି ହାର୍ଦ୍ଦିକ ବୋଲିଂ କରିପାରିବେ ନାହିଁ, ତେବେ ତାଙ୍କ ବଦଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ)ର ସାଥି ଖେଳାଳି ଇଶାନ କିଷନଙ୍କୁ ଦଳରେ ସ୍ଥାନ ମିଳିବା ଉଚିତ। ଏଣୁ ଚମତ୍କାର ଫର୍ମରେ ଥିବା କିଷନଙ୍କୁ ପାଣ୍ଡ୍ୟାଙ୍କ ଠାରୁ ଅଧିକ ଗୁରୁତ୍ୱ ଦେବି। ଆଉ ପ୍ରଥମ ମ୍ୟାଚ୍‌ରେ ବିଫଳ ହୋଇଥିବା ପେସର ଭୁବନେଶ୍ୱର କୁମାରଙ୍କୁ ମଧ୍ୟ ଦଳରୁ ବାଦ୍‌ ଦିଆଯିବା ଦରକାର। ତାଙ୍କ ସ୍ଥାନରେ ଶାର୍ଦ୍ଦୁଳ ଠାକୁରଙ୍କୁ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ଦିଆଯାଇପାରେ। ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆରଏଚ୍‌) ପେସର ଏବେ ଫର୍ମରେ ନାହାନ୍ତି। ଅଧିକ ପରିବର୍ତ୍ତନ ହେଲେ ଦଳ ଉପରେ ନାକାରତ୍ମକ ପ୍ରଭାବ ପଡ଼ିପାରେ“।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri