Posted inଖେଳ

ମେଣ୍ଟର ଧୋନୀଙ୍କୁ ନେଇ ଗାଭାସ୍କର କହିଲେ ଏଭଳି; ସେ କେବଳ ଡ୍ରେସିଂ ରୁମ୍‌ରେ…

ନୂଆଦିଲ୍ଲୀ,୨୩।୧୦: ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଟିମ୍‌ର ମେଣ୍ଟର(ମାର୍ଗଦର୍ଶକ) ଭାବେ ପୂର୍ବ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ନିଯୁକ୍ତ କରାଯାଇଛି। ଏହାକୁ ନେଇ ପୂର୍ବ ଅଭିଜ୍ଞ କ୍ରିକେଟର ସୁନୀଲ ଗାଭାସ୍କର କହିଛନ୍ତି, ମେଣ୍ଟର ଅଧିକ କିଛି କରିପାରିବ ନାହିଁ। ଏହି ଫର୍ମାଟରେ ଖୁବ୍‌ଶୀଘ୍ର ପରିବର୍ତ୍ତନ ହୋଇଯାଏ। ଧୋନୀ ଡ୍ରେସିଂ ରୁମ୍‌ରେ ପ୍ରସ୍ତୁତି କରିବାରେ ସାହାର୍ଯ୍ୟ କରିପାରନ୍ତି। ଆବଶ୍ୟକସ୍ଥଳେ ରଣନୀତି ପରିବର୍ତ୍ତନ କରିବାରେ ଆପଣଙ୍କ ସହାୟତା କରିପାରନ୍ତି। ଟାଇମ୍‌-ଆଉଟ୍‌ ହେବା ସମୟରେ ବ୍ୟାଟ୍ସମ୍ୟାନ୍‌ ଏବଂ ବୋଲରଙ୍କ ସହ କଥା ହୋଇପାରନ୍ତି। ଏଥିପାଇଁ ଧୋନୀଙ୍କୁ ନିଯୁକ୍ତ କରିବା ପଦକ୍ଷେପ ଭଲ। ହେଲେ ଧୋନୀ ଡ୍ରେସିଂ ରୁମ୍‌ରେ ରହିବେ। ମଇଦାନରେ ବାସ୍ତବିକ କାମ ଖେଳାଳିମାନଙ୍କୁ କରିବାକୁ ହେବ। ସେମାନେ ଚାପକୁ କିଭଳି ସମ୍ଭାଳିବେ ତାହା ଉପରେ ମ୍ୟାଚ୍‌ର ପରିଣାମ ନିର୍ଦ୍ଧାରିତ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୃଷ୍ଣକାୟ ଖେଳାଳିଙ୍କ ପାଇଁ ବାଟ ବନ୍ଦ କରି ଦେଇଥିଲେ ଗ୍ରେମ ସ୍ମିଥ

ଜୋହାନ୍ସବର୍ଗ, ୨୦।୫ : ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ବୋର୍ଡର ଡିରେକ୍ଟର ଗ୍ରେମ ସ୍ମିଥଙ୍କ ନାମରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ପୂର୍ବତନ ସାଥି...

କୋହଲିଙ୍କୁ ଭାଲୁ ସହ ତୁଳନା କଲେ ଏହି ଅଷ୍ଟ୍ରେଲୀୟ କ୍ରିକେଟର୍‌

ନୂଆଦିଲ୍ଲୀ, ୨୧।୬- ଚଳିତ ବର୍ଷ ଶେଷ ଭାଗରେ ଭାରତୀୟ କ୍ରିକେଟ୍‌ ଦଳ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ସେଠାରେ ଟେଷ୍ଟ ସିରିଜ ଖେଳିବାର କାର୍ଯ୍ୟସୂଚୀ ରହିଛି। ଶେଷଥର...

ଏହି କ୍ରିକେଟର୍‌ଙ୍କ ଝିଅକୁ ବୋହୂ କରିବାକୁ ଚାହୁଁଛନ୍ତି ବ୍ରାଭୋ, ମିଳିଲା ଏମିତି ଉତ୍ତର

ଦୁବାଇ,୬।୧୦: ମହାନ ଖେଳାଳି ଡ୍ବେନ ବ୍ରାଭୋ ଏବଂ ବିସ୍ଫୋରକ ବ୍ୟାଟ୍ସମ୍ୟାନ କିରନ ପୋଲାର୍ଡଙ୍କ ମଧ୍ୟରେ ବାର୍ତ୍ତାଳାପ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉଭୟଙ୍କ...

ପାକିସ୍ତାନରେ ଅନଅଫିସିଆଲ ଭାରତୀୟ କବାଡ଼ି ଦଳ

ଅମ୍ରିତସର,୧୦।୨- ଭାରତରୁ ୬୦ ଜଣିଆ ସର୍କଲ କବାଡ଼ି ଦଳ ପାକିସ୍ତାନ ଦ୍ୱାରା ଆୟୋଜିତ ପ୍ରଥମ କବାଡ଼ି ବିଶ୍ୱକପ୍‌ ୨୦୨୦ରେ ଭାଗ ନେଇଛନ୍ତି। ଏହି ଇଭେଣ୍ଟ ସର୍କେଲ...

ତେନ୍ଦୁଲକରଙ୍କୁ ପଛରେ ପକାଇଲେ ରୋହିତ

ଲଣ୍ଡନ,୯ା୬: ଭାରତୀୟ ଦଳର ଓପନର ରୋହିତ ଶର୍ମା ନିର୍ଦ୍ଦିଷ୍ଟ ଦଳ ବିପକ୍ଷରେ ଦୁଇ ହଜାର ରନ୍‌ କରିବାରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଛନ୍ତି।...

ଜାତୀୟ ବରିଷ୍ଠ ପୁରୁଷ ବ୍ୟାଡମିଣ୍ଟନ ପ୍ରତିଯୋଗିତା: ଓଡ଼ିଶା ଦଳରେ ବାଲେଶ୍ୱର ଖେଳାଳି

ବାଲେଶ୍ୱର ଅଫିସ,୧୮।୨-ଆସନ୍ତା ୨୩ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜସ୍ଥାନ ଜୟପୁରଠାରେ ଅନୁଷ୍ଠିତ ହେବ ଜାତୀୟ ବରିଷ୍ଠ ପୁରୁଷ ବ୍ୟାଡମିଣ୍ଟନ ପ୍ରତିଯୋଗିତା। ଏଥିପାଇଁ ଓଡ଼ିଶା ପୁରୁଷ ଦଳ...

ଜାତୀୟ ଦୃଷ୍ଟିହୀନ ମହିଳା ଟି୨୦ କ୍ରିକେଟ: କର୍ନାଟକକୁ ହରାଇ ଓଡ଼ିଶା ଚାମ୍ପିୟନ

ଭୁବନେଶ୍ୱର, ୨୦।୧୨(କ୍ରୀଡ଼ା ପ୍ରତିନିଧି)-ନୂଆଦିଲ୍ଲୀରେ ଅନୁଷ୍ଠିତ ସର୍ବପ୍ରଥମ ସମର୍ଥମ୍‌ ଜାତୀୟ ଦୃଷ୍ଟିହୀନ ମହିଳା ଟି୨୦ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା ଚାମ୍ପିୟନ ହୋଇଛନ୍ତି। ଗୁରୁବାର ଅନୁଷ୍ଠିତ ଫାଇନାଲରେ ଓଡ଼ିଶା...

ଜାତୀୟ ସବ୍‌ଜୁନିୟର ଟିଟି ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୨୩।୨(କ୍ରୀଡ଼ା ପ୍ରତିନିଧି): ମଧ୍ୟପ୍ରଦେଶର ଇନ୍ଦୋରରେ ୮୨ତମ ଜାତୀୟ କ୍ୟାଡେଟ ଓ ସବ୍‌ଜୁନିୟର ଟେବୁଲ ଟେନିସ (ଟିଟି) ଚାମ୍ପିୟନଶିପ୍‌ ଚଳିତମାସ ୨୫ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ...

Advertisement
Archives

Model This Week