ସଲମାନ୍‌ଙ୍କୁ ସପୋର୍ଟକରି ଟ୍ରୋଲ୍‌ ହେଲେ ସୁନୀଲ ଗ୍ରୋଭର

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପାଇଁ ସଲମାନ୍‌ ଖାନ୍‌ଙ୍କୁ ଟାର୍ଗେଟ କରାଯାଇଛି। ସଲମାନ୍‌ଙ୍କୁ ଲଗାତାର ଭାବେ ଟ୍ରୋଲ୍‌ କରାଯାଉଥିଲା। ଏହା ପରେ ସଲମାନ୍‌ ସୁଶାନ୍ତଙ୍କ ପରିବାରକୁ ସାହାଯ୍ୟ କରିବେ ବୋଲି ଏକ ଟୁଇଟ୍‌ କରିଥିଲେ। ସଲମାନ୍‌ଙ୍କ ଏହି ଟୁଇଟ୍‌ ପରେ ସୁନୀଲ ଗ୍ରୋଭର ତାଙ୍କୁ ସର୍ପେଟ୍‌କରି ଏକ ଟୁଇଟ୍‌ ମଧ୍ୟ କରିଛନ୍ତି। ଟୁଇଟ୍‌କରି ସେ ଲେଖିଛନ୍ତି, ମୁଁ ସଲମାନ୍‌ଙ୍କ ସାର୍‌ଙ୍କୁ ଭଲପାଏ ଓ ତାଙ୍କର ସମ୍ମାନ କରେ। ଏହା ପରେ ସଲମାନ୍‌ଙ୍କୁ ଟ୍ରୋଲ କରୁଥିବା ବ୍ୟକ୍ତି ସୁନୀଲଙ୍କୁ ଟାର୍ଗେଟ କରିବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ ହନି ସିଂ: ‘ମଖନା’ ଗୀତକୁ ନେଇ ମାମଲା ରୁଜୁ

ଚଣ୍ଡିଗଡ଼,୯।୭: ର଼୍ୟାପ୍‌ ଗାୟକ ହନି ସିଂ ପୁଣି ବିବାଦ ଘେରକୁ ଚାଲିଆସିଛନ୍ତି। ମୋହାଲିରେ ତାଙ୍କ ବିରୋଧରେ ବିଭିନ୍ନ ଧାରାରେ ମାମଲା ରୁଜୁ କରାଯାଇଛି। ହନି ସିଂଙ୍କ...

ବନ୍ଦ ହେବ ପାକିସ୍ତାନୀଙ୍କ ପ୍ରିୟ ସିନେମା ହଲ

ମୁମ୍ବାଇ: ପଞ୍ଜାବର ବହୁ ପୁରାତନ ତଥା ପାକିସ୍ତାନୀଙ୍କର ପସନ୍ଦର ସିନେମା ହଲ୍‌ ରାଜା ଟକିଜ୍‌ ବନ୍ଦ ହେବାକୁ ଯାଉଛି। କାରଣ ଏବେ ଏହାର ମାଲିକ ଏହାକୁ...

ପ୍ରିୟଙ୍କା ମୋ ଠାରୁ ୧୦ ବର୍ଷ ବଡ଼ କହିଲେ ନିକ୍‌

ଓ୍ବାଶିଂଟନ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ଆମେରିକା ଗାୟକ ନିକ୍‌ ଜୋନସ୍‌ଙ୍କ ବିବାହ ନେଇ ବହୁ ଚର୍ଚ୍ଚା ହୋଇଥିବା। ଏବେ ମଧ୍ୟ ବହୁ ସମୟରେ...

ବିବାହ ପାଇଁ ସମୟ ନାହିଁ: ମଲାଇକା

ମୁମ୍ବାଇ: ବଲିଉଡ୍‌ ନାୟିକା ମଲାଇକା ଆରୋରା ଓ ନାୟକ ଅର୍ଜୁନ କପୁରଙ୍କ ରିଲେସନଶିପକୁ ନେଇ ଅନେକ ସମୟରେ ଚର୍ଚ୍ଚା ହୋଇଥାଏ। ମଲାଇକା ତାଙ୍କ ପ୍ରଥମ ସ୍ବାମୀ...

ବିଦେଶରେ ଥାଇ ସଂସ୍କାର ଭୁଲିନାହାନ୍ତି ପ୍ରିୟଙ୍କା, ଦେଢ଼ଶୁରଙ୍କ ବିବାହ ଉତ୍ସବରେ ପିନ୍ଧିଲେ ଶାଢ଼ି

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ବିଦେଶରେ ଥାଇ ମଧ୍ୟ ସଂସ୍କାର ଭୁଲି ନାହାନ୍ତି। ଏହି ଦେଖୁନାହାନ୍ତି ଦେଢ଼ଶୁର ଅର୍ଥାତ ନିକ୍‌ଙ୍କ ବଡ଼ଭାଇ ଜୋ ଜୋନ୍‌ସ ଏବଂ...

‘ଦବଙ୍ଗ-୩’ରେ ଖଳନାୟକ ଭୂମିକାରେ ନଜର ଆସିବେ କିଚ୍ଚା ସୁଦୀପ

ବମ୍ବେ: ସୁପରଷ୍ଟାର ସଲମାନ ଖାନ୍‌ ଅଭିନିତ ଫିଲ୍ମ ‘ଦବଙ୍ଗ’ର ସଫଳତା ପରେ ଏହାର ଦ୍ୱିତୀୟ ଭାଗ ‘ଦବଙ୍ଗ-୨’ ପରଦାକୁ ଆସିଥିଲା। ଏହା ମଧ୍ୟ ବକ୍ସ ଅଫିସରରେ...

ଫିଲ୍ମ ‘ଡିଡିଏଲ୍‌ଜେ’କୁ ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ପ୍ରଶଂସା: ଏହାର ପାର୍ଟ-୨ କରିବାକୁ ଶାହାରୁଖ୍‌ଙ୍କୁ ପରାମର୍ଶ ଦେଲେ ଗୌରୀ

ଏହି ନିକଟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୨ ଦିନିଆ ଭାରତ ଗସ୍ତରେ ଆସିଥିଲେ। ଅହମ୍ମଦାବାଦର ମୋଟେରା ଷ୍ଟାଡିୟମ୍‌ରେ ସେ ଭାଷଣ ଦେବା ଅବସରରେ ବଲିଉଡ୍‌ର...

ଭୂତଙ୍କ କବଳରେ ଭିକି

ମୁମ୍ବାଇ: ବଲିଉଡ୍‌ ଅଭିନେତା ଭିକି କୌଶଳଙ୍କ ଅପ୍‌ କମିଂ ହରର, ଥ୍ରୀଲର ଓ ଡ୍ରାମା ଫିଲ୍ମ ‘ଭୂତ-ପାର୍ଟ ଓ୍ବାନ ଦ ହଣ୍ଟେଡ୍‌ ଶିପ୍‌’ର ଟିଜର ରିଲିଜ୍‌...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *