ସୁନୀଲ ଆମେରିକା ଉପରାଷ୍ଟ୍ରପତି ପ୍ରାର୍ଥୀ

ନ୍ୟୁୟର୍କ, ୩୦ା୧୦:ଆମେରିକା ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ମଇଦାନକୁ ଓହ୍ଲାଇଛନ୍ତି ଆଉ ଜଣେ ଭାରତୀୟ ବଂଶୋଦ୍ଭବ। ସେ ହେଉଛନ୍ତି ସୁନୀଲ ଫ୍ରିମ୍ୟାନ୍‌। ପାର୍ଟି ଫର୍‌ ସୋସିଆଲିଜମ୍‌ ଆଣ୍ଡ୍‌ ଲିବରେଶନରୁ ସେ ଟିକେଟ ପାଇଛନ୍ତି। ସୁନୀଲଙ୍କ ମା’ ଫ୍ଲୋରା ନଭିତା ଭାରତ ଜନ୍ମିତ। ଦେଶ ବିଭାଜନ ବେଳେ ସେ ବାରାଣସୀରେ ଶିକ୍ଷକତା କରୁଥିଲେ। ଲକ୍ଷ୍ନୌ ଓ ନୂଆଦିଲ୍ଲୀରେ ସେ ଉଚ୍ଚଶିକ୍ଷା ଲାଭ କରିଥିଲେ। ଓ୍ବାଶିଂଟନରେ ବଢ଼ିଥିବା ସୁନୀଲ ୧୦ ବର୍ଷ ତଳେ ଭାରତ ଆସିଥିଲେ। କମ୍ୟୁନିଷ୍ଟ ସଙ୍ଗଠନ ସହ ଥିଲେ ହେଁ କୌଣସି ହିଂସାରେ ସେ ବିଶ୍ୱାସ କରନ୍ତି ନାହିଁ ବୋଲି କହିଛନ୍ତି। ଆମେରିକାରେ ଅସମାନତା ବୃଦ୍ଧି ପାଉଥିବାବେଳେ ସମାଜବାଦ ପ୍ରତିଷ୍ଠାକରିବା ମୁଖ୍ୟ ଉଦ୍ଦେଶ୍ୟ ବୋଲି ସେ ମତ ଦେଇଛନ୍ତି। ପ୍ରକାଶଯେ, ଭାରତୀୟ ବଂଶୋଦ୍ଭବ ତଥା ଡେମୋକ୍ରାଟ୍‌ ପ୍ରାର୍ଥୀ କମଲା ହାରିସ୍‌ ଏହି ଦୌଡ଼ରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେପର ବ୍ୟାଗ୍‌: ବର୍ତ୍ତମାନର ଜରୁରୀ ଆବଶ୍ୟକତା

ପ୍ରତିବର୍ଷ ଜୁଲାଇ ୧୨ରେ ସାରା ବିଶ୍ୱରେ ପାଳନ ହୋଇଆସୁଛି ‘ବିଶ୍ୱ ପେପର(କାଗଜ) ବ୍ୟାଗ ଦିବସ’। ଚଳିତ ମାସ ଜୁଲାଇ ୩ରେ ‘ଅନ୍ତର୍ଜାତୀୟ ପ୍ଲାଷ୍ଟିକ ବ୍ୟାଗ ମୁକ୍ତ ଦିବସ’…

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri