Posted inଜାତୀୟ

ପଞ୍ଜାବ କଂଗ୍ରେସକୁ ବଡ଼ ଝଟ୍‌କା

ଚଣ୍ଡିଗଡ଼,୧୪।୫: ପଞ୍ଜାବ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ପଞ୍ଜାବର ଶକ୍ତିଶାଳୀ ତଥା ପୂର୍ବତନ ରାଜ୍ୟ ସଭାପତି ସୁନୀଲ ଜାଖଡ ଶନିବାର ଦଳରୁ ଇସ୍ତଫା ଦେଇଛନ୍ତି। ଏହାପୂର୍ବରୁ ଜାଖଡ ସୋସିଆଲ ମିଡିଆ ଆକାଉଣ୍ଟରୁ ବାୟୋରୁ କଂଗ୍ରେସ ସହ ଜଡିତ ତାଙ୍କର ସମସ୍ତ ପରିଚୟକୁ ହଟାଇଦେଇଛନ୍ତି। ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ ସଭାପତି ସୁନୀଲ ଜାଖଡଙ୍କୁ ଅନିର୍ଦ୍ଧିିଷ୍ଟ କାଳ ପାଇଁ ସମସ୍ତ ପଦବୀରୁ ହଟାଇବାକୁ କଂଗ୍ରେସ ନିଷ୍ପତ୍ତି ନେଇଥିଲା। ସେହିଦିନଠାରୁ ଜାଖଡ ଅସନ୍ତୋଷ ରହିଥିଲେ। ସୂଚନାଯୋଗ୍ୟ, ପଞ୍ଜାବ କଂଗ୍ରେସର ବଳିଷ୍ଠ ନେତାଙ୍କ ମଧ୍ୟରେ ଜାଖଡଙ୍କୁ ଗଣାଯାଇଥିଲା। ଏକ ସମୟରେ ସେ ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱୀ ଥିଲେ। ତେବେ ଛୋଟ ମାନସିକତା ଥିବା ଲୋକମାନେ କଂଗ୍ରେସର ଉଚ୍ଚ ପଦବୀରେ ବସିଛନ୍ତି ବୋଲି ଜାଖଡ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri