ସୁନୀଲ କୁମାର ବଂଶଲ ହେବେ ନୂଆ ଡିଜିପି

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ସୁନୀଲ କୁମାର ବଂଶଲ ହେବେ ପୋଲିସ ମହାନିର୍ଦ୍ଦେଶକ। ବଂଶଲ ଡିଜିପି ହେବା ନେଇ ରାଜ୍ୟ ସରକାର ବୁଧବାର ଘୋଷଣା କରିଛନ୍ତି। ଡିଜିପି ଅଭୟଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିବେ। ଚଳିତ ମାସରେ ଡିଜିପି ଅଭୟ ଅବସର ନେବେ। ଡିସେମ୍ବର ୩୧ ତାରିଖରେ ଡିଜିପିଙ୍କ ଅଭୟଙ୍କ କାର୍ଯ୍ୟକାଳ ସରୁଛି । ସୁନୀଲ ୧୯୮୭ ବ୍ୟାଚର ବରିଷ୍ଠ ଆଇପିଏସ୍‌। ବର୍ତ୍ତମାନ ସେ ଗୁଇନ୍ଦା ବିଭାଗର ସ୍ବତନ୍ତ୍ର ନିର୍ଦ୍ଦେଶକ ଭାବେ ମୁମ୍ବାଇରେ କାର୍ଯ୍ୟରତ ଅଛନ୍ତି। ପୂର୍ବରୁ ସେ ମୟୂରଭଞ୍ଜର ଏସ୍‌ପି ଥିଲେ। ବହୁ ଦିନ ପୂର୍ବରୁ ବଂଶଲ କେନ୍ଦ୍ରକୁ ଡେପୁଟେଶନରେ ଯାଇଛନ୍ତି। ଓଡ଼ିଶା ପୋଲିସ ପକ୍ଷରୁ ଏ ନେଇ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି ଯୋଜନା: ଗିରଫ ହେଲେ ୭ ଅଭିଯୁକ୍ତ

ବାରଙ୍ଗ,୨୨ା୭(ଡି.ଏନ୍‌.ଏ.) : ବାରଙ୍ଗ ଥାନା ଅଞ୍ଚଳରେ ଶନିବାର ରାତିରେ ଡକାୟତି ପାଇଁ ଯୋଜନା ଚାଲିଥିବାବେଳେ ପୋଲିସ ହାବୁଡରେ ୭ଜଣ ଧରାପଡିଛି। ରବିବାର ସେମାନଙ୍କ ବିରୋଧରେ ୧୧୮/୧୯ନଂରେ...

ଖାଦ୍ୟ ତାଲିକା ଜାରିକଲେ ଗଞ୍ଜାମ ଜିଲାପାଳ: କ୍ୱାରାଣ୍ଟାଇନ କେନ୍ଦ୍ରରେ ସପ୍ତାହରେ ୪ଦିନ ମିଳିବ ଆମିଷ, ଶିଶୁଙ୍କୁ ହର୍‌ଲିକ୍ସ, କ୍ଷୀର

ଛତ୍ରପୁର, ୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକର ୨ଟି କ୍ୱାରାଣ୍ଟାଇନ ସେଣ୍ଟରରେ କିଛି ଦିନ ତଳେ ଖାଦ୍ୟ ଅଭାବ ନେଇ ଗଣ୍ଡଗୋଳ କରି ସୁରଟ ଫେରନ୍ତାମାନେ...

ମଧୁସ୍ମିତା ଆଚାର୍ଯ୍ୟଙ୍କୁ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୪।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି । ମଧୁସ୍ମିତା ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଛି ଦଳ। ଏ ନେଇ ଶୁକ୍ରବାର...

ରାଜ୍ୟରେ ସୁସ୍ଥ ହେଲେ ୨୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ରବିବାର ୨୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ କରୋନାରୁ ମୁକ୍ତ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୩,୨୯,୫୪୬ରେ। ସୁନ୍ଦରଗଡ଼ରୁ ସର୍ବାଧିକ ୩୯,...

ମାଟ୍ରିକ ପରୀକ୍ଷା ଫଳ: କେନ୍ଦୁଝର ଜିଲାରେ ପାସ ହାର ୭୧.୪୬%

କେନ୍ଦୁଝର, ୨୧ା୫(ସ୍ବ.ପ୍ର.): ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲାରେ ପାସ ହାର ୭୧.୪୬% ରହିଥିବା ଜିଲା ଶିକ୍ଷା ଅଧିକାରୀ କପିଳେନ୍ଦ୍ର...

ବିଭିନ୍ନ ପ୍ରକଳ୍ପ ପାଇଁ ଓଏମ୍‌ବିଏଡିସିର ୧୪ ହଜାର କୋଟି ମଞ୍ଜୁର

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଆଗାମୀ ବର୍ଷରେ ବିଭିନ୍ନ ଜିଲାରେ ଓଡ଼ିଶା ଖଣିଜ ଅଞ୍ଚଳ ବିକାଶ ନିଗମ (ଓଏମ୍‌ବିଏଡିସି) ପରିଚାଳନା ମଣ୍ଡଳୀଙ୍କ ଅନୁମୋଦନ କ୍ରମେ ନୂତନ ପ୍ରକଳ୍ପ କାର୍ଯ୍ୟକାରୀ ହେବ।...

ଶିଶୁକନ୍ୟାଙ୍କୁ ବଳାତ୍କାର: ନାବାଳକ କୋର୍ଟଚାଲାଣ

ବିଜେପୁର, ୫।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଥାନା ଅଞ୍ଚଳର ୪ବର୍ଷର ଶିଶୁକନ୍ୟାଙ୍କୁ ଉକ୍ତ ଅଞ୍ଚଳର ଜନୈକ ୧୭ବର୍ଷର ନାବାଳକ ସୋମବାର ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା।...

ସମବାୟ ମନ୍ତ୍ରୀଙ୍କ ଅଚାନକ ଗସ୍ତ:କୋଅପରେଟିଭ ୟୁନିୟନ, ଓପୋଲଫେଡ୍‌ କାର୍ଯ୍ୟାଳୟରେ ଅଧା କର୍ମଚାରୀ ଅନୁପସ୍ଥିତ

ଭୁବନେଶ୍ୱର,୧୭-୯(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର ଅପରାହ୍ନରେ ଓଡ଼ିଶା ରାଜ୍ୟ କୋଅପରେଟିଭି ୟୁନିୟନକୁ ଅଚାନକ ପରିଦର୍ଶନ...

Advertisement
Archives

Model This Week