Odisha Elections 2024
Posted inଖେଳ

ଉଇକେଟ ନେବା ପରେ ବି ସେଲିବ୍ରେଟ୍‌ କରନ୍ତି ନାହିଁ ସୁନୀଲ ନରେନ୍‌, ପଛରେ ରହିଛି ଏଭଳି କାରଣ…

ନୂଆଦିଲ୍ଲୀ,୧୦।୫: କୌଣସି ବୋଲର ପାଇଁ ଉଇକେଟ ନେବା ସବୁଠାରୁ ବଡ଼ ମୂହୁର୍ତ୍ତ ହୋଇଥାଏ। ଏହାକୁ ନେଇ ସେ ନିଜର ଖୁସିକୁ ସେଲିବ୍ରେଶନ ମାଧ୍ୟମରେ ପରିପ୍ରକାଶ କରିଥାଏ। ହେଲେ ବହୁତ କମ୍‌ ବୋଲର ଅଛନ୍ତି ଯେଉଁମାନେ ଉଇକେଟ ନେଇ ବି ପ୍ରତିକ୍ରିୟାହୀନ ନଜର ଆସିଥାନ୍ତି। ସେଥିରୁ ଜଣେ ହେଲେ ସୁନୀଲ ନରେନ୍‌।

୨୦୨୪ରେ କୋଲକାତା ନାଇଟ୍‌ ରାଇଡର୍ସ ପକ୍ଷରୁ ମ୍ୟାଚ୍‌ ବିଜେତା ନରେନ୍‌ ମଇଦାନରେ ନିଜର ପ୍ରତିକ୍ରିୟା ଦେଖାନ୍ତି ନାହିଁ। ତାଙ୍କ ମୁହଁରେ ହସ ବେଳେବେଳେ ନଜର ଆସିଥାଏ। ଏଣୁ ସମସ୍ତେ ଏପରି କାହିଁକି ବୋଲି ଜାଣିବାକୁ ଚାହିଁଥାନ୍ତି। ଏବେ ସେ ନିଜେ ଏହାର ଜବାବ ଦେଇଛନ୍ତି।

ସୁନୀଲ କହିଛନ୍ତି, ବଡ଼ ହେଉ ହେଉ ମୋ ବାପାଙ୍କଠାରୁ ମୁଁ ଶିଖିଛି ଯେ ଯଦି ଆପଣ ଆଜି କାହାକୁ ଆଉଟ୍‌ କରୁଛନ୍ତି, ତେବେ ଏତେ ସେଲିବ୍ରେଟ୍‌ କରିବା ଉଚିତ ନୁହେଁ। କାରଣ କାଲି ନଚେତ ଆଗାମୀ ମ୍ୟାଚ୍‌ରେ ତାଙ୍କ ସହ ଖେଳିବାକୁ ହେବ। ଏମିତିରେ ନିଜର ଇମୋଶନକୁ ନିୟନ୍ତ୍ରଣରେ ରଖିବା ଆସିବା ଉଚିତ। ସେଲିବ୍ରେଟ୍‌ କରିବା ଉଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ ଫାଇନାଲ ମ୍ୟାଚ ପାଇଁ ଟିକେଟ୍‌ ବିକ୍ରି ଆରମ୍ଭ: ଜାଣନ୍ତୁ ସବୁଠାରୁ ଶସ୍ତା ଟିକେଟ୍‌ର ଦାମ୍‌…

ନୂଆଦିଲ୍ଲୀ,୨୦।୫: ଆଇପିଏଲ ୨୦୨୪ର ପ୍ଲେ ଅଫ ପର୍ଯ୍ୟାୟ ୨୧ ମେ’ରୁ ଆରମ୍ଭ ହେଉଛି। ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ୍‌ ), କୋଲକାତା ନାଇଟ ରାଇଡର୍ସ (କେକେଆର୍‌), ରାଜସ୍ଥାନ ରୟାଲ୍ସ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସାମିଲ ହୋଇପାରନ୍ତି ଏହି ବିସ୍ଫୋରକ ବ୍ୟାଟର, ଜାଣନ୍ତୁ ଆଇପିଏଲ୍‌ର ଏହି ଦଳରେ ଖେଳନ୍ତି…

ନୂଆଦିଲ୍ଲୀ,୨୦ା୫: ଆସନ୍ତା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ବିସ୍ଫୋରକ ବ୍ୟାଟର ଜେମ୍‌ ଫ୍ରେଜର ମ୍ୟାକ୍‌ଗ୍ରୁପ୍‌ ଓ ମାଥ୍ୟୁ ଶର୍ଟ ଅଷ୍ଟ୍ରେଲିଆର ଟ୍ରାମେଲିଂ ରିଜର୍ଭ ଖେଳାଳି ହୋଇ...

କ୍ୱାଲିଫାୟର ମ୍ୟାଚ ନ ଖେଳି ଏହିଭଳି ଭାବେ ଫାଇନାଲରେ ପ୍ରବେଶ କରିବ କେକେଆର, ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୦।୫: ଆଇପିଏଲ ୨୦୨୪ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଲିଗ ପର୍ଯ୍ୟାୟର ସମସ୍ତ ୭୦ଟି ମ୍ୟାଚ ଖେଳାଯାଇସାରିଛି। ବର୍ତ୍ତମାନ ପ୍ଲେ ଅଫ୍‌ ମଙ୍ଗଳବାର ମେ ୨୧ରୁ...

ବିଶ୍ୱରେକର୍ଡ ସହ ସ୍ବର୍ଣ୍ଣ ଜିତିଲେ ଦୀପ୍ତି

ନୂଆଦିଲ୍ଲୀ,୨୦।୪: ଭାରତର ଦୀପ୍ତି ଜୀବାଞ୍ଜୀ ବିଶ୍ୱ ରେକର୍ଡ ସୃଷ୍ଟି କରି ବିଶ୍ୱ ପାରା ଆଥଲେଟିକ୍ସ ଚାମ୍ପିଅନସିପ ୨୦୨୪ ରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଦୀପ୍ତି ୪୦୦...

ଆରସିବି ଫାଇନାଲ୍‌ ଯିବା ନିଶ୍ଚିତ! ଏହି ରେକର୍ଡ କହୁଛି ସବୁକିଛି

ନୂଆଦିଲ୍ଲୀ,୨୦।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଗୋଟିଏ ପ୍ରତିଶତ ଆଶାକୁ ୧୦୦ ପ୍ରତିଶତରେ ପରିଣତ କରି ଆଇପିଏଲ ୨୦୨୪ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିଛି।...

ଧୋନୀଙ୍କ ଅବସରକୁ ନେଇ ଆସିଲା ବଡ଼ ଅପଡେଟ୍‌: ଜାଣନ୍ତୁ କେବେ ସିଏସ୍‌କେକୁ କହିବେ ବାଏ ବାଏ

ଚେନ୍ନାଇ,୨୦।୫: ଚେନ୍ନାଇ ସୁପର କିଙ୍ଗ୍ସର ଏମଏସ ଧୋନୀ ସବୁଠାରୁ ସଫଳ ଅଧିନାୟକ। ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ମୋଟ ପାଞ୍ଚଟି ଆଇପିଏଲ ଟ୍ରଫି ଜିତିଛି। କିନ୍ତୁ ଏହି...

ଆଇପିଏଲରୁ ବାହାରିଲେ ଧୋନି, ମନଦୁଃଖରେ ଫେରିଲେ ରାଞ୍ଚି

ନୂଆଦିଲ୍ଲୀ,୨୦।୫: ଇଣ୍ଡିଆନ ପ୍ରିମିୟର ଲିଗରେ ବର୍ତ୍ତମାନର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସର ଯାତ୍ରା ଶେଷ ହୋଇଛି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷ ଶେଷ ଲିଗ ମ୍ୟାଚରେ...

ଆଇପିଏଲର ନୂଆ ‘ସିକ୍ସର କିଙ୍ଗ’, କୋହଲି ସମେତ ପଛରେ ପଡିଲେ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୧୯।୫: ଆଇପିଏଲ ର ପ୍ରତ୍ୟେକ ସିଜନରେ, ଅନେକ ରେକର୍ଡ ତିଆରି ହେବା ଏବଂ ଭାଙ୍ଗିଥିବାର ଦେଖାଯାଏ । ଚଳିତ ସିଜନରେ ସନରାଇଜର୍ସ ହାଇଦ୍ରାବାଦରେ ଖେଳୁଥିବା ଯୁବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri