ପୁଣି ମହାକାଶ ଯିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ: ପ୍ରଥମ ମହିଳା ଭାବେ ରଚିବେ ଇତିହାସ

ଓ୍ବାଶିଂଟନ୍‌,୬।୫: ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ ପୁଣି ଥରେ ମହାକାଶକୁ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ଏଥର ବଚ ୱିଲମୋର ମଧ୍ୟ ତାଙ୍କ ସହ ରହିବେ। ଦୁଇ ଅଭିଜ୍ଞ ନାସା ମହାକାଶଚାରୀ ସମସ୍ତେ ବୋଇଙ୍ଗର ଷ୍ଟାରଲିନର୍‌ ମହାକାଶଯାନରେ ମହାକାଶକୁ ଯିବେ। ଏହା ପ୍ରଥମ ମାନବ ମହାକାଶଯାନ ହେବ, ଯାହା ମେ ୭ରେ ଉଡ଼ିବ। ନାସା ଅନୁଯାୟୀ, ୟୁନାଇଟେଡ ଲଞ୍ଚ ଆଲାଇନ୍ସ ଆଟଲାସ ଭି ରକେଟ ଏବଂ ବୋଇଙ୍ଗ ଷ୍ଟାରଲିନର୍‌ ମହାକାଶଯାନ କେନେଡି ସ୍ପେସ ସେଣ୍ଟରରୁ ମେ ୭ ସକାଳ ୮.୦୭ରେ ଉତକ୍ଷେପଣ କରାଯିବ।
ଏହି ମିଶନ ପରିଚାଳନା କରିବାକୁ ଯାଉଥିବା ସୁନୀତା ୱିଲିୟମ୍ସ କହିଛନ୍ତି, ସେ ଟିକେ ନର୍ଭସ ଅଛନ୍ତି। କିନ୍ତୁ ନୂତନ ମହାକାଶଯାନରେ ଉଡ଼ିବାକୁ ଉତ୍ସାହିତ ଅଛନ୍ତି। ଯେତେବେଳେ ମୁଁ ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନରେ ପହଞ୍ଚିବି, ସେତେବେଳେ ଏହା ଘରକୁ ଫେରିବା ପରି ହେବ।
ଏହାସହ ସୁନୀତା ୱିଲିୟମ୍ସ ପୁଣି ଥରେ ଇତିହାସ ସୃଷ୍ଟି କରିବେ। ସେ ପ୍ରଥମ ମହିଳା ହେବେ ମାନବ ମହାକାଶଯାନର ପ୍ରଥମ ମିଶନରେ ଉଡ଼ିବେ। ସେ ୨୦୦୬ ଏବଂ ୨୦୧୨ରେ ଦୁଇଥର ମହାକାଶକୁ ଯାଇଛନ୍ତି। ୱିଲିୟମ୍ସ ଦୁଇଟି ମିଶନରେ ମହାକାଶରେ ସମୁଦାୟ ୩୨୨ ଦିନ ବିତାଇଛନ୍ତି, ଯାହା ଏକ ରେକର୍ଡ।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ୍‌ର ଅଚଳାବସ୍ଥା ନେଇ ଗର୍ଜିଲା କଂଗ୍ରେସ

ନୂଆପଡ଼ା,୧୩ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ରନ୍ଧନ ଗ୍ୟାସକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥାକୁ ନେଇ ଶୁକ୍ରବାର ଜିଲା କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। ଜିଲା କଂଗ୍ରେସ…

ଶ୍ରୀମନ୍ଦିରରେ ରକ୍ତଛିଟା: ଭିତର କାଠ ଦର୍ଶନ ବିଳମ୍ବ

ପୁରୀ,୧୩।୩: ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ। ରକ୍ତଛିଟା ପଡ଼ିଥିବାରୁ ଶ୍ରୀମନ୍ଦିରରେ ହେଲା ବଡ଼ ମହାସ୍ନାନ। ଗର୍ଭଗୃହ ଭିତର ପାହାଚ ପାଖରେ ରକ୍ତଛିଟା ପଡ଼ିଥିବା ଦେଖିବାକୁ ମିଳିଥିଲା। ମହାପ୍ରସାଦ ଆଣିବା…

ଗର୍ଭବତୀ ଅଛନ୍ତି କି ନୀନା ଗୁପ୍ତା: ନିଜେ ମୁହଁ ଖୋଲିଲେ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କିଏ କିଏ କହୁଛନ୍ତି ସେ କୁଆଡ଼େ ଗର୍ଭବତୀ ଅଛନ୍ତି। ଏସବୁ ଚର୍ଚ୍ଚା ମଧ୍ୟରେ ନୀନା ମୁହଁ ଖୋଲିଛନ୍ତି।…

କ୍ରିକେଟ ଟୁର୍ନାମେଣ୍ଟ: ଧରାକୋଟ ଟିମ୍‌ ଚାମ୍ପିୟନ

ଧରାକୋଟ,୧୩ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସୋରଡା ଋଷିକୁଲ୍ୟା କ୍ରିକେଟ କ୍ଲବ ପକ୍ଷରୁ ଶଶିଭୂଷଣ ମିନି ଷ୍ଟାଡିୟମରେ ଚାଲିଥିବା ୧୬ତମ ଋଷିକୁଲ୍ୟା କ୍ରିକେଟ ଟର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ…

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands…

କଂଗ୍ରେସ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କଲେ ଶିବକୁମାର

ବେଙ୍ଗାଲୁରୁ,୧୩।୩: ଓଡ଼ିଶା କଂଗ୍ରେସର ୮ଜଣ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କରିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ଏହି ଅବସରରେ ଶିବକୁମାର ପ୍ରତିକ୍ରିୟା ଦେଇ କହିଛନ୍ତି, ଘୋଡ଼ା…

ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ…

ଆତ୍ମସମର୍ପଣ କରିବ ଇରାନ: ରାଷ୍ଟ୍ରପତି ଟ୍ରମ୍ପଙ୍କ ସାହସିକ ଦାବି

ଓ୍ବାଶିଂଟନ୍‌,୧୩।୩:ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ G7 ନେତାଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଛନ୍ତି। ଏହି ବୈଠକ ସମୟରେ ଇରାନ ଏବେ ଆତ୍ମସମର୍ପଣ କରିବାକୁ ଯାଉଛି। ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri