‘ଦ କଶ୍ମୀର ଫାଇଲ୍ସ’ର ସଫଳତା ପାଇଁ ନିର୍ଦ୍ଦେଶକଙ୍କୁ ଅଭିନନ୍ଦନ ଜଣାଇଲେ ସନ୍ନି

ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିଛି । ଫିଲ୍ମଟି ମାର୍ଚ୍ଚ ୧୧ରେ ରିଲିଜ୍‌ ହୋଇଥିବା ବେଳେ ଏହାକୁ ଦେଖିବାକୁ ଦର୍ଶକଙ୍କ ପ୍ରବଳ ଭିଡ ଜମୁଛି। ଖୁବ୍‌ଶୀଘ୍ର ୧୦୦ କୋଟି ଅତିକ୍ରମ କରିବ ବୋଲି ଜଣାପଡିଛି। ଫିଲ୍ମରେ ଅନୁପମ ଖେରଙ୍କ ଅଭିନୟକୁ ଦର୍ଶକ ଖୁବ ପ୍ରଶଂସା କରୁଛନ୍ତି। ଏଥିରେ ପଲ୍ଲବୀ ଯୋଶୀ, ଦର୍ଶନ କୁମାର, ଚିନ୍ମୟ ମଣ୍ଡଲେକର, ପୁନିତ ଇସର ପରି ବରିଷ୍ଠ କଳାକାର ପ୍ରଶଂସନୀୟ ଅଭିନୟ କରିଛନ୍ତି। କେବଳ ପ୍ର୍ରଶଂସକ ନୁହଁନ୍ତି, ସେଲିବ୍ରିଟିମାନେ ମଧ୍ୟ ଅନୁପମ ଖେରଙ୍କୁ ପ୍ରଶଂସା କରୁଛନ୍ତି। ନିକଟରେ ଅଭିନେତା ସନ୍ନି ଦେଓଲ ତାଙ୍କ ଟୁଇଟ୍‌ ମାଧ୍ୟମରେ ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କୁ ‘କଶ୍ମୀର ଫାଇଲ୍ସ’ର ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ସେ ଲେଖିଛନ୍ତି, ‘କଶ୍ମୀର ଫାଇଲ୍ସ’ଅସାଧାରଣ ସଫଳତା ପାଇଁ ମୋର ବନ୍ଧୁ ଅନୁପମ ଖେର ଏବଂ ବିବେକ ଅଗ୍ନିହୋତ୍ରୀଙ୍କୁ ଅଭିନନ୍ଦନ। ଏହି ଫିଲ୍ମ ବିଷୟରେ ଅନେକ ଭଲ କଥା ଶୁଣୁଛି ଏବଂ ଶୁଟିଂରୁ ସମୟ ବାହାର କରି ଶୀଘ୍ର ଫିଲ୍ମ ଦେଖିବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri