ଗୋଟିଏ ଫିଲ୍ମକୁ ୫୦ କୋଟି!

ମୁମ୍ବାଇ: ବଲିଉଡର ଦମଦାର ଅଭିନେତା ସନ୍ନି ଦଓ୍ବେଲ ଏବେ ‘ଗଦ୍ଦର-୨’ର ସକସେସ ଏନଜୟ କରୁଛନ୍ତି। ଏହି ମୁଭିରେ ସନ୍ନିଙ୍କ ଦମଦାର ପରଫରମାନ୍ସ ସମସ୍ତଙ୍କ ଦିଲ୍‌ ଜିତି ନେଇଛି। ତାରା ସିଂ କ୍ୟାରେକ୍ଟରରେ ଅଭିନେତାଙ୍କୁ ଦର୍ଶକଙ୍କ ଖୁବ ଭଲପାଇବା ମିଳିଛି। ଏହି ସଫଳତା ପରେ ଗଦ୍ଦର-୨ ଚଳିତ ବର୍ଷର ସବୁଠାରୁ ବଡ ହିଟ ଫିଲ୍ମ ମଧ୍ୟରୁ ଗୋଟିଏ ହୋଇଯାଇଛି। ଏବେ ପର୍ଯ୍ୟନ୍ତ ମୁଭି ବକ୍ସ ଅଫିସରେ ୪୫୦ କୋଟିରୁ ଅଧିକ ବିଜନେସ କରିସାରିଲାଣି। ଫିଲ୍ମର ଏହି ସଫଳତା ପରେ ସନ୍ନି ଦଓ୍ବେଲଙ୍କ ଷ୍ଟାରଡମକୁ ବି ଖୁବ ସଫଳତା ମିଳିଛି। ଏହାରି ଭିତରେ ସେ ତାଙ୍କର ଫିଜ ବଢାଇ ଦେଇଛନ୍ତି।
ଏକ ରିପୋର୍ଟ ଅନୁଯାୟୀ, ଅଭିନେତା ଏବେ ଗୋଟିଏ ଫିଲ୍ମ ପାଇଁ ପାଖାପାଖି ୫୦ କୋଟି ଟଙ୍କା ଚାର୍ଜ କରିବେ। ଆଉ ଏହାପରେ ସେ ଇଣ୍ଡିଷ୍ଟ୍ରିର ମହଙ୍ଗା ଆକ୍ଟର ତାଲିକାରେ ସାମିଲ ହୋଇଯିବେ। ଏହାରି ଭିତରେ ବଲିଉଡ ହଙ୍ଗାମାକୁ ଦେଇଥିବା ଏକ ସାକ୍ଷାତକାରରେ ଅଭିନେତା କହିଛନ୍ତି, ସେ ତାଙ୍କର ଫିଜ ଓ ଟଙ୍କାର ଲେଣଦେଣକୁ ନେଇ ଥିବା ତଥ୍ୟ ପବ୍ଲିକରେ ସେୟାର କରିବାକୁ ଚାହାଁନ୍ତି ନାହିଁ। ଏବେ ସେ ଗଦ୍ଦର-୨ର ସଫଳତାକୁ ଏନଜୟ କରୁଛନ୍ତି। ପରେ ଯେତେବେଳେ ସେ ନେକ୍ସଟ ପ୍ରୋଜେକ୍ଟ ସାଇନ କରିବେ ସେତେବେଳେ ସେ ଫିଜ କଥା ଭାବିବେ ବୋଲି କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ମୋର ମୂଲ୍ୟ ଜାଣିଛି, ଆଉ ଏହାସହ କେବେ କମ୍ପରମାଇଜ କରି ନ ଥାଏ। ତେବେ ମୋର ସବୁଠାରୁ ବଡ ସମ୍ପତ୍ତି ମୋ ପରିବାର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri