ନିର୍ମାତାଙ୍କୁ ବଡ ଝଟକା: ରିଲିଜ୍‌ ହେବାର କିଛି ଘଣ୍ଟା ମଧ୍ୟରେ ଅନ୍‌ଲାଇନରେ ଲିକ୍‌

ମୁମ୍ବାଇ: ସନି ଦେଓଲଙ୍କ ଫିଲ୍ମ ‘ଗଦର-୨’ ଆଜି ସିନେମା ଘରେ ରିଲିଜ୍‌ ହୋଇଛି। ଓପନିଙ୍ଗ୍‌ ଡେ’ରେ ‘ଗଦର-୨’କୁ ନେଇ ପ୍ରଶଂସକଙ୍କ ଭଲ ପ୍ରତିକ୍ରିୟା ଆସିଛି। ତେବେ ‘ଗଦର-୨’ ବକ୍ସ ଅଫିସରେ ସପ୍ତାହକ ସୁଦ୍ଧା ୧୦୦ କୋଟି କ୍ଲବରେ ପ୍ରବେଶ କରିବ ବୋଲି ଆଶା କରାଯାଉଛି। ତଥାପି, ଏସବୁ ମଧ୍ୟରେ ଏକ ଖବର ଏହି ଚଳଚ୍ଚିତ୍ରର ସଫଳତାକୁ ମନ୍ଥର କରିପାରେ। ବାସ୍ତବରେ ସନ୍ନି ଦେଓଲ ଏବଂ ଅମିଷା ପଟେଲଙ୍କ ଅଭିନୀତ ଚଳଚ୍ଚିତ୍ର ‘ଗଦର-୨’ ରିଲିଜ ହେବାର ମାତ୍ର କିଛି ଘଣ୍ଟା ପରେ ଅନ୍‌ଲାଇନରେ ଲିକ୍‌ ହୋଇଛି ଏବଂ ଏହାକୁ ମାଗଣାରେ ଡାଉନଲୋଡ କରାଯାଇପାରିବେ। ଏହି ଖବର ନିର୍ମାତାଙ୍କୁ ଏକ ବଡ ଝଟକା ଦେଇଛି।

ସନ୍ନି ଦେଓଲଙ୍କ ଫିଲ୍ମ ମାଗଣାରେ ଦେଖିବା ଏବଂ ଡାଉନଲୋଡ କରିବା ପାଇଁ ଏଚ୍‌ଡି ଭର୍ସନ ଅନେକ ସାଇଟରେ ଅନ୍‌ଲାଇନରେ ଉପଲବ୍ଧ। ତାମିଲ୍ରୋକର୍ସ, ଟେଲିଗ୍ରାମ, ଫିଲ୍ମିଜିଲା, ମୁଭିିରୁଲଜ ଏବଂ ଅନ୍ୟାନ୍ୟ ଅନେକ ଟୋରେଣ୍ଟ ସାଇଟରେ ‘ଗଦର-୨’ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ରୋଇବା ବେଳେ ବଜ୍ରପାତ, ବିଲରେ ଘଟିଲା ଏମିତି…

ପାତ୍ରପୁର,୯।୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ତଣ୍ଡିପୁର ଗ୍ରାମରେ ରବିବାର ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

ଅପହୃତା ନାବାଳିକା ଉଦ୍ଧାର ଘଟଣା, ଘରକୁ ନେବାକୁ ମନାକଲେ ପରିବାର

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ଜଣେ ନାବାଳକ ଅପହରଣ କରି…

ସ୍ତ୍ରୀ ଶୋଇଥିବା ବେଳେ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ, ଏବେ ଗଲେ ଜେଲ

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମରେ ରହୁଥିବା ଏ.ଅନ୍ତରା ପାତ୍ର ତାଙ୍କ ସ୍ତ୍ରୀ ଏ.ଶଶି ପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା…

JPSCରେ ବଡ଼ ହଲଚଲ! ୩ ସଦସ୍ୟଙ୍କ ଇସ୍ତଫା, କାଲି CIDର ଜେରା

ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC-JSSC ପରୀକ୍ଷାକୁ ନେଇ ଛାତ୍ର ଆନ୍ଦୋଳନ ଜାରି ଥିବା ବେଳେ ଝାଡ଼ଖଣ୍ଡ ପବ୍ଲିକ୍ ସର୍ଭିସ୍ କମିଶନ୍ (JPSC)କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି।…

ବିଶ୍ୱ ଜନଜାତି ଦିବସରେ ଗର୍ଜିଲେ ଅଧିବାସୀ, କନ୍ଧମାଳ ମେଡିକାଲ କଲେଜର ନାମ ପରିବର୍ତ୍ତନକୁ ବିରୋଧ

ଦାରିଙ୍ଗବାଡି,୯ା୮(ଅରୁଣ ସହୁ ): ବିଶ୍ୱ ଜନଜାତି ଦିବସ ରବିବାର ପାଳିତ ହୋଇଯାଇଛି । ଏହି ଅବସରରେ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଶତାଧିକ ମହିଳା, ପୁରୁଷ…

ଧରିତ୍ରୀର ପ୍ରଭାବ; ତତ୍ପରତା ଦେଖାଇଲେ ବିଦ୍ୟୁତ କର୍ମଚାରୀ, ସଫେଇ ହେଲା ଟ୍ରାନ୍ସଫର୍ମର ନିକଟ ଗଛ

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲି ଗଛରେ ଆଚ୍ଛାଦିତ ହୋଇ ରହିଥିଲା ।…

ଏନ୍‌ପିଏସ୍‌ ଶିକ୍ଷକ ସଂଘ ଶିକ୍ଷକଙ୍କ ଦୁଃଖ, ୨୨ ବର୍ଷ ଶିକ୍ଷାଦାନ ପରେ ମିଳୁଛି ୩ ହଜାର ପେନସନ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଦୀର୍ଘ ୨୨ ବର୍ଷ ଧରି ଶିକ୍ଷାଦାନ କରିବା ପରେ ଅବସର ନେଉଥିବା ଏନ୍‌ପିଏସ୍‌ ଶିକ୍ଷକଙ୍କୁ ମିଳୁଛି ମାତ୍ର ୩ ହଜାରରୁ ଅଧିକ ଟଙ୍କାର ପେନସନ।…

ପିଇଓ ସଙ୍ଘର କର୍ମକର୍ତ୍ତା ଚୟନ, ଦାୟିତ୍ୱ ନେଲେ ପଦାଧିକାରୀ

କୋରାପୁଟ,୯।୮(ଅମିତାଭ ବେହେରା): ନିଖିଳ ଉତ୍କଳ କୋରାପୁଟ ଜିଲା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସଙ୍ଘର ପୁନର୍ଗଠନ ତଥା ନୂତନ କମିଟି ଗଠନ ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri