ଗଦରକୁ ନେଇ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ସନ୍ନି

ମୁମ୍ବାଇ: ବହୁ ଚର୍ଚ୍ଚିତ କପିଲ ଶର୍ମାଙ୍କ ଶୋ’ରେ ‘ଗଦର -୨’ର ଅଭିନେତା ସନ୍ନି ଦେଓଲ ଏବଂ ଅମିଶା ପଟେଲ ନିକଟରେ ଫିଲ୍ମର ପ୍ରମୋଶନ ପାଇଁ ପହଞ୍ଚିଥିଲେ। ବଲିଉଡ ଇତିହାସରେ ଭାରତ-ପାକିସ୍ଥାନକୁ ନେଇ ନିର୍ମିତ ହୋଇଛି, ସମସ୍ତ ଚଳଚ୍ଚିତ୍ର ମଧ୍ୟରୁ ସନ୍ନି ଦେଓଲଙ୍କ ଗଦରଙ୍କ ନାମ ଶୀର୍ଷରେ ରହିଛି। କିନ୍ତୁ ଏହି ଚଳଚ୍ଚିତ୍ର ରିଲିଜ ହେବା ପୂର୍ବରୁ ଗଦରର ଭବିଷ୍ୟ ବିଷୟରେ କାହାରି ଧାରଣା ନଥିଲା। କପିଲଙ୍କ ଶୋ’ରେ ସନ୍ନି ଦେଓଲ ନିଜେ ଏହା କହିଥିଲେ ଯେ, ଫିଲ୍ମ ରିଲିଜ ନ ହେବା ସମୟରେ ତାଙ୍କୁ କିପରି ବ୍ୟବହାର କରାଯାଇଥିଲା।

ଶୋ’ରେ ଯେତେବେଳେ ସନ୍ନି ଦେଓଲଙ୍କୁ ପଚରାଯାଇଥିଲା ଯେ, ତାଙ୍କ ଫିଲ୍ମ ରିଲିଜ ହେବାକୁ ନେଇ ସେ କିପରି ଅନୁଭବ କରୁଛନ୍ତି? ନର୍ଭସ ଅନୁଭବ କରୁଛନ୍ତି କି? ଏହା ଉପରେ ସନ୍ନି କହିଥିଲେ, ମୋତେ ନର୍ଭସ ଲାଗୁଛି। ଯେବେ ଏହି ସମୟରେ ଗଦର ଆସିଥିଲା, ସେହି ସମୟରେ ଯେତେ ବି ଲୋକ ଥିଲେ ଇଣ୍ଡଷ୍ଟ୍ରିର ସମସ୍ତ ଲୋକ, ସେମାନେ ଆମ ପାଇଁ ବହୁତ କିଛି କରିଥିଲେ (ଏହି ସମୟରେ, ସନ୍ନି ତାଙ୍କ ଆଙ୍ଗୁଠିକୁ ତଳକୁ ଇଶାରା କରିଥିଲେ ଏବଂ ନିରାଶ ହୋଇଯାଇଥିଲେ)।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri