ପୁଣି ଜଲଓ୍ବା ଦେଖାଇଲେ ସନି ଲିଓନି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସନି ଲିଓନି ବଡ଼ ପରଦା ସହିତ ସୋସିଆଲ ମିଡିଆରେ ନିଜର ଜଲଓ୍ବା ଦେଖାଇଛନ୍ତି। ଅଭିନୟ ବ୍ୟତୀତ ସେ ନିଜ ଷ୍ଟାଇଲ୍‌ ଷ୍ଟେଟ୍‌ମେଣ୍ଟ ପାଇଁ ବେଶ୍‌ ଜଣାଶୁଣା। ସନିଙ୍କ ଏପରି ଆକର୍ଷଣ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଦେଖିବାକୁ ମିଳିଛି।

ସନି ଏଥର କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଡେବ୍ୟୁ କରିଛନ୍ତି ଏବଂ ତାଙ୍କ ରେଡ କାର୍ପେଟର ଅଭିଜ୍ଞତାକୁ ସ୍ବତନ୍ତ୍ର କରିବା ପାଇଁ ନିଜ ଷ୍ଟାଇଲ୍‌ ଷ୍ଟେଟ୍‌ମେଣ୍ଟ୍‌ ସହିତ ଚର୍ଚ୍ଚାରେ ରହିବାକୁ କୌଣସି ସୁଯୋଗ ହାତଛଡ଼ା କରୁନାହାନ୍ତି।

Cannes 2023: Sunny Leone Looks Drop-Dead Gorgeous In Green Satin Dress With Thigh-High Slit. See First Look | Entertainment News, Times Now

ସନି କାନ୍ସ ଫିଲ୍ମ ଫେଷ୍ଟିଭାଲରେ ୩ ଦିନ ହେବ ପହଞ୍ଚିସାରିଲେଣି। ପ୍ରତିଦିନ ସେ ନିଜ ଲୁକ୍‌ ଶେୟାର କରି ଚର୍ଚ୍ଚାରେ ରହୁଛନ୍ତି। ସନି ପୂର୍ବରୁ ଏକ ସବୁଜ ରଙ୍ଗର ଥାଇ ହାଇ ସ୍ଲିଟ୍‌ ଗାଉନ ପିନ୍ଧିଥିଲେ। ଅଭିନେତ୍ରୀଙ୍କ ଏହି ଲୁକ୍‌ ଭାଇରାଲ ହୋଇଛି। ଧଳା ପ୍ୟାଣ୍ଟ ଏବଂ ବ୍ଲାକ୍‌ କ୍ରପ୍‌ ଟପ୍‌ରେ ସନିଙ୍କ ଦ୍ୱିତୀୟ ଲୁକ୍‌ ଆସିଥିଲା ।

Cannes 2023 में सनी लियोनी ने एक बार फिर बिखेरा जलवा, ब्राउन कट मिडी में स्टाइलिश अपीयरेंस देकर लूटी वाहवाही

ଏହି ଲୁକ୍‌ ମାଧ୍ୟମରେ ସନି ଅନେକ ଚର୍ଚ୍ଚାରେ ଥିବା ବେଳେ ଏବେ ଆଉ ଏକ ଲୁକ୍‌ ସାମ୍ନାକୁ ଆସିଛି। କାନ୍ସ ଫିଲ୍ମ ଫେଷ୍ଟିଭାଲର ତୃତୀୟ ଦିନରେ ସନି ଏକ ଜୁଲଫର ମିଲାଓ କୁଲ ସୋଲ୍‌ଜର ଡ୍ରେସ୍‌ ପିନ୍ଧିଥିଲେ। ସେ ହାଇ ହିଲ୍‌ ପିନ୍ଧିବା ସହ ଅଳ୍ପ ମେକ୍‌ଅପ୍‌ରେ ନିଜ ଲୁକ୍‌କୁ ପୂରା କରିଛନ୍ତି। ପ୍ରଶଂସକମାନେ ସନିଙ୍କ ଫ୍ୟାଶନ ଏବଂ ତାଙ୍କ କାନ୍ସ ଲୁକ୍‌କୁ ଖୁବ୍‌ ପସନ୍ଦ କରିଛନ୍ତି।

ସନି କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଫିଲ୍ମ‘କେନେଡି’ର ଜୋରଦାର ପ୍ରଚାର କରୁଛନ୍ତି। ଏହି ଫିଲ୍ମଟି ଏକମାତ୍ର ଭାରତୀୟ ଫିଲ୍ମ, ଯାହାକି କାନ୍ସ ଜୁରି ଦ୍ୱାରା ମନୋନୀତ ହୋଇଛି। ଅନେକ ଟିକେଟ କିଛି ମିନିଟ୍‌ ମଧ୍ୟରେ ବିକ୍ରି ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?