Posted inଜାତୀୟ

ମନମୋହନ ସିଂଙ୍କ ନିକଟରେ ଦେଶ ଋଣୀ

ନୂଆଦିଲ୍ଲୀ,୯।୧୧: କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ ବେଳେବେଳେ ଏଭଳି ମନ୍ତବ୍ୟ ଦେଇଥାନ୍ତି, ଯାହା ଏନ୍‌ଡିଏ ସରକାରକୁ ଅପଦସ୍ଥ କରିବା ପାଇଁ ଉଦ୍ଦିଷ୍ଟ ବୋଲି ମନେହୁଏ। ଏହି କ୍ରମରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ରାଜ୍ୟସଭା ସଦସ୍ୟ ମନମୋହନ ସିଂଙ୍କୁ ଆର୍ଥିକ ସଂସ୍କାର ପାଇଁ ପ୍ରଶଂସା କରିଛନ୍ତି।
ଏକ ଅନ୍‌ଲାଇନ୍‌ ପୋର୍ଟାଲ ପକ୍ଷରୁ ମଙ୍ଗଳବାର ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ଯୋଗଦେଇ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ କହିଛନ୍ତି, ଭାରତକୁ ଏକ ଉଦାର ଅର୍ଥନୀତି ଆବଶ୍ୟକ, ଯାହାକି ଗରିବମାନଙ୍କୁ ସୁବିଧା ଦେଇପାରୁଥିବ। ୧୯୯୧ ମସିହାରେ ଡା. ମନମୋହନ ସିଂ ଅର୍ଥମନ୍ତ୍ରୀ ଥିବାବେଳେ ଆଣିଥିବା ଆର୍ଥିକ ସଂସ୍କାର ଭାରତକୁ ଏକ ନୂଆ ଦିଗ ଦେଖାଇଥିଲା। ମନମୋହନଙ୍କ ଉଦାର ଅର୍ଥନୀତି ପାଇଁ ଦେଶ ତାଙ୍କ ନିକଟରେ ଋଣୀ ହୋଇ ରହିବ। ଅର୍ଥିକ ଉଦାର ନୀତି ଚାଷୀ ଓ ଗରିବମାନଙ୍କ ଉନ୍ନତିରେ ସହାୟକ ହୋଇଥାଏ। ଏଭଳି ଦୃଷ୍ଟାନ୍ତ ଚାଇନା କ୍ଷେତ୍ରରେ ଦେଖିବାକୁ ମିଳିଛି ବୋଲି ଗଡ଼କରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri