ବିଗ ବସ ଓଟିଟି ସିଜନ ୨ରେ ନଜର ଆସିବେ ସନ୍ନି ଲିଓନ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସନ୍ନି ଲିଓନ, ଯାହାଙ୍କ ମୁଭି କେନେଡି ନିକଟରେ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଧମାଲ ମଚାଇଥିଲା, ଏବେ ସେ ବିଗ ବସ ଓଟିଟି ସିଜନ ୨ରେ ନଜର ଆସିବେ।
ବିଗ ବସରେ ନିଜର ଏଣ୍ଟ୍ରିକୁ ନେଇ ସନ୍ନି କହିଛନ୍ତି, ବିଗ ବସ ଓଟିଟିରେ ଆସିବା ମୋ ପାଇଁ ଘର ବାହୁଡା ଭଳି। ଏହା ମୋ କ୍ୟାରିୟର ଗୁରୁତ୍ୱପୂର୍ଣ୍ଣ ମୋଡ ମଧ୍ୟରୁୁ ଗୋଟିଏ। ମୋ ଶୋ’କୁ ଅତି ନିକଟରୁ ଦେଖୁଛି ଓ ଏହାକୁ ପରବର୍ତ୍ତି ଲେବଲକୁ ନେଇ ଯିବାକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛି। ତେବେ ଅପେକ୍ଷା କରନ୍ତୁ ଆଉ ଦେଖନ୍ତୁ ମୌସମ ବଦଲନେ ବାଲା ହୈ।
ବିଗ ବସ ସିଜନ ୫ରେ ଆସିବା ପରେ ସନ୍ନି କିଛି ଗୀତ ଓ ଫିଲ୍ମରେ କାମ କରିଥିଲେ। ଶୋର ଫ୍ୟାନ୍ସ ଅନୁମାନ କରୁଛନ୍ତି ସନ୍ନି ଲିଓନ କ’ଣ ସରପ୍ରାଇଜ କଣ୍ଟେଷ୍ଟାଣ୍ଟ ଭାବେ ଏଣ୍ଟ୍ରି କରିବେ ନା ସେ କେବଳ ବଲିଉଡ ସୁପରଷ୍ଟାର ସଲମାନ ଖାଁଙ୍କ ସହ କୋ ହୋଷ୍ଟ ହେବେ। ବିଗ ବସ ଓଟିଟି ସିଜନ ୨ ଷ୍ଟ୍ରିମିଙ୍ଗ ପାଇଁ ୧୭ ଜୁନରୁ ଜିଓ ସିନେମାରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ନକଲି ନୋଟ୍‌ ଦେଇ କିଣୁଥିଲେ ବାଇକ୍, ଧରିଲା ବରଗଡ଼ ପୋଲିସ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଜାଲ ନୋଟ୍ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ସୂଚନୀ ଅନୁଯାୟୀ, ବରଗଡ ବ୍ୟାଙ୍କ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?