ନକଲି ପ୍ରୋଭିଜିନାଲ ଆଡ୍‌ମିଶନ ତାଲିକାରେ ରହିଛି ସନ୍ନି ଲିଓନିଙ୍କ ନାମ

କୋଲକାତା, ୩୦।୮: ପଶ୍ଚିମବଙ୍ଗର ନର୍ଥ ୨୪ ପ୍ରଗଣାସ୍ଥିତ ବର୍‌ସାତ୍‌ ସରକାରୀ କଲେଜର ଆଡ୍‌ମିଶନ ଲାଗି ନକଲି ପ୍ରୋଭିଜିନାଲ ମେରିଟ୍‌ ଲିଷ୍ଟ ସୋସିଆଲ ମିଡିଆରେ ଘୂରି ବୁଲୁଛି। ଯେଉଁଥିରେ ଜଣାଶୁଣା ପର୍ନଷ୍ଟାର୍‌ ତଥା ବଲିଉଡ୍‌ ଅଭିନେତ୍ରୀ ସନ୍ନି ଲିଓନିଙ୍କ ନାମ ରହିଥିବା ଦେଖିବାକୁ ମିଳିଛି। ସନ୍ନିଙ୍କ ବ୍ୟତୀତ ମିଆ ଖାଲିଫା ଓ ଡାନି ଡାନିଏଲ୍ସଙ୍କ ନାମ ମଧ୍ୟ ଏହି ନକଲି ପ୍ରୋଭିଜିନାଲ ଆଡ୍‌ମିଶନ ତାଲିକାରେ ରହିଥିବା ଦେଖିବାକୁ ମିଳିଛି। ଏହାପରେ ବର୍‌ସାତ୍‌ ସରକାରୀ କଲେଜ କର୍ତ୍ତୃପକ୍ଷ ପୋଲିସ ନିକଟରେ ଏକ ମାମଲା ରୁଜୁ କରିଛନ୍ତି। ‘କିଛି ଅଭିନେତ୍ରୀ ଓ ଷ୍ଟାର୍‌ଙ୍କ ନାମ ଥିବା ଏକ ନକଲି ପ୍ରୋଭିଜିନାଲ ଆଡ୍‌ମିଶନ ତାଲିକା ସୋସିଆଲ ମିଡିଆରେ ପ୍ରଚାର କରାଯାଉଛି। କିନ୍ତୁ ମୂଳ ମେରିଟ୍‌ ଲିଷ୍ଟରେ ଏହି ନାମଗୁଡ଼ିକ ସ୍ଥାନ ପାଇନାହିଁ। କେହିଜଣେ ମେରିଟ୍‌ ଲିଷ୍ଟ ଡାଉନଲୋଡ୍‌ କରି ଏହାକୁ ଏଡିଟ୍‌ କରିବାପରେ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ କରିଦେଇଛି। ଏନେଇ ଆମେ ପୋଲିସ ନିକଟରେ ଅଭିଯୋଗ କରିଛୁ’ ବୋଲି କଲେଜ ଅଧ୍ୟକ୍ଷ ଦେବେଶ ରୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏଥିପୂର୍ବରୁ ଅନ୍ୟଏକ କୋଲକାତାଭିତ୍ତିକ କଲେଜର ନକଲି ମେରିଟ୍‌ ଲିଷ୍ଟ ତାଲିକାରେ ମଧ୍ୟ ସନ୍ନିଙ୍କ ନାମ ସ୍ଥାନ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri