ଧମାକା କରିବେ ସନ୍ନି: ଦର୍ଶକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ପୁଣି ପରଦାରେ ଧମାକା କରିବାକୁ ଯାଉଛନ୍ତି ସନ୍ନି ଦେଓଲ। ‘ବର୍ଡର’ ସହିତ ବକ୍ସ ଅଫିସରେ ସୁପରହିଟ୍‌ ହେବା ପରେ ସନ୍ନିଙ୍କ କ୍ରେଜ୍‌ ଆହୁରି ବଢିଯାଇଛି। ଦର୍ଶକ ତାଙ୍କୁ ଏବେ ‘ବଣ୍ଟୱାରା ୧୯୪୭’ ଦେଖିବାକୁ ପାଇବେ। ସନ୍ନି ଇନଷ୍ଟାଗ୍ରାମରେ ସିନେମାର ପ୍ରଥମ ଝଲକ ଶେୟାର କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ମାସ ମାସ ଧରି ଲାଗି ରହିଥିବା କଳ୍ପନାଜଳ୍ପନା ପରେ ଫିଲ୍ମର ଟାଇଟଲ ପରିବର୍ତ୍ତନ କରାଯାଇଛି। ‘ଲାହୋର ୧୯୪୭’ରୁ ଏହା ଏବେ ‘ବଣ୍ଟୱାରା ୧୯୪୭’ ଶୀର୍ଷକରେ ସିନେମା ହଲ୍‌କୁ ଆସିବ।

ରାଜକୁମାର ସନ୍ତୋଷୀଙ୍କ ଏହି ପିରିୟଡ ଡ୍ରାମା ଫିଲ୍ମ ‘ବଣ୍ଟୱାରା ୧୯୪୭’ରେ ସନିଙ୍କ ସହିତ ପ୍ରୀତି ଜିଣ୍ଟା, ଶବାନା ଆଜମି, କରଣ ଦେଓଲ, ଅଲି ଫଜଲ ଏବଂ ଅଭିମନ୍ୟୁ ସିଂହ ମୁଖ୍ୟ ଭୂମିକାରେ ଅଛନ୍ତି। ଆମିର ଖାନ ପ୍ରଡକ୍ସନ ଦ୍ୱାରା ନିର୍ମିତ ଏହି ଫିଲ୍ମଟି ବିଭାଜନ ଯୁଗର ଅଶାନ୍ତ ପୃଷ୍ଠଭୂମି ଉପରେ ନିର୍ମିତ। ଫିଲ୍ମଟି ଅଗଷ୍ଟ ୧୪, ୨୦୨୬ରେ ସିନେମା ହଲରେ ମୁକ୍ତିଲାଭ କରିବ।

‘ବଣ୍ଟୱାରା ୧୯୪୭’ର ପ୍ରଥମ ପ୍ରୋମୋରେ ସନ୍ନି ଦେଓଲ ଏକ ଜଳନ୍ତା ମଶାଲ ଧରି ଶକ୍ତିଶାଳୀ ଏବଂ ଉତ୍ସାହୀ ଅବତାରରେ ଦେଖାଯାଉଛନ୍ତି। ତାଙ୍କ ପଛରେ ପ୍ରୀତି ଜିଣ୍ଟା, କରଣ ଦେଓଲ ଏବଂ ଖୁସି ହଜାରେ ଠିଆ ହୋଇଛନ୍ତି। ସେମାନଙ୍କ ମୁହଁରେ ଭୟ ଏବଂ ଚିନ୍ତା ସ୍ପଷ୍ଟ ଭାବରେ ଦେଖାଯାଉଛି। ଶବାନା ଆଜମୀଙ୍କ ଆଉ ଏକ ଝଲକ ଦର୍ଶକଙ୍କ ହୃଦୟ ଜିତିଛି। ଟିଜରରେ ଏ.ଆର. ରହମାନଙ୍କ ଦ୍ୱାରା ଏକ ହୃଦୟସ୍ପର୍ଶୀ ବ୍ୟାକ୍‌ଗ୍ରାଉଣ୍ଡ୍‌ ଗୀତ ରହିଛି, ଯାହା ଦୃଶ୍ୟଗୁଡ଼ିକର ଭାବପ୍ରବଣ ପ୍ରଭାବକୁ ଗଭୀର କରିଥାଏ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?