Posted inଖେଳ

ଆଇପିଏଲ୍‌ ଇତିହାସରେ ସବୁଠୁ ବଡ଼ ସ୍କୋର ଛିଡା କଲା ସନରାଇଜର୍ସ ହାଇଦ୍ରାବାଦ: ମୁମ୍ବାଇକୁ ଦେଲା ବିଶାଳ ଟାର୍ଗେଟ୍‌

ହାଇଦ୍ରାବାଦ୍‌,୨୭।୩: ଆଇପିଏଲ ଇତିହାସରେ ସନରାଇଜର୍ସ ହାଇଦ୍ରାବାଦ ସବୁଠାରୁ ବଡ ସ୍କୋର କରିଛନ୍ତି। ଜିତିବା ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ୨୭୮ ରନ୍‌ର ଟାର୍ଗେଟ ଦେଇଛି ହାଇଦ୍ରାବାଦ୍‌। ୨୦ ଓଭରରେ ୩ ଉଇକେଟ ହରାଇ ହାଇଦ୍ରାବାଦ ୨୭୭ ରନ ସ୍କୋର କରିଥିଲା। ହାଇଦ୍ରାବାଦ ପାଇଁ ହେନ୍ରିଚ କ୍ଲାସେନ ଅପରାଜିତ ୮୦ ରନ ସ୍କୋର କରିଥିଲେ। ୩୪ ବଲ୍‌ର ସମ୍ମୁଖୀନ ହୋଇ ସେ ୭ ଛକା ଓ ୪ ଚୌକା ମାରିଥିଲେ। ଅଭିଷେକ ଶର୍ମା ୬୩ ରନ ଏବଂ ଟ୍ରାଭିସ ହେଡ ୬୨ ରନ ସଂଗ୍ରହ କରିଥିଲେ। ମାର୍କ୍ରାମ ଅପରାଜିତ ୪୨ ରନ ସ୍କୋର କରିଥିଲେ।
ଏହାପୂର୍ବରୁ ଆଇପିଏଲର ସର୍ବାଧିକ ସ୍କୋର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ କରିଥିଲା। ଆରସିବି ୨୦୧୩ରେ ପୁଣେ ୱାରିୟର୍ସ ବିପକ୍ଷରେ ୨୬୩ ରନ ସ୍କୋର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ସ୍ଥଗିତ ହେଲା OSSTET-୨୦୨୬ ପରୀକ୍ଷା: ବୁଧବାର ହେବାର ଥିଲା, ପୁଣି ଏହି ଦିନ…

ଭୁବନେଶ୍ବର,୨୯।୯: ସ୍ଥଗିତ ହେଲା ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) । ବୁଧବାର ଏହି ପରୀକ୍ଷା ହେବାକୁ ଥିବା ବେଳେ ସ୍ଥଗିତ ନେଇ ଘୋଷଣା…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?