Posted inଖେଳ

ଅଧିନାୟକ ପଦରୁ ଓ୍ବାର୍ନର ବିଦା

ନୂଆଦିଲ୍ଲୀ,୧।୫ : ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆରଏଚ୍‌) ଶନିବାର ତା’ର ନେତୃତ୍ୱରେ ପରିବର୍ତ୍ତନ କରିଛି। ଡେଭିଡ୍‌ ଓ୍ବାର୍ନରଙ୍କୁ ଅଧିନାୟକ ପଦରୁ ହଟାଇ ଦିଆଯାଇଛି। ତାଙ୍କ ବଦଳରେ ନ୍ୟୁଜିଲାଣ୍ଡର କେନ ଓ୍ବିଲିୟମସନଙ୍କୁ ଦିଆଯାଇଛି ଏହି ଗୁରୁ ଦାୟିତ୍ୱ। ସେ ଚଳିତ ଆଇପିଏଲରେ ଦଳର ନେତୃତ୍ୱ ଭାର ସମ୍ଭାଳିବେ।

ଓ୍ବାର୍ନରଙ୍କ ନେତୃତ୍ୱରେ ଏସ୍‌ଆରଏଚ୍‌ ୬ଟି ମ୍ୟାଚ୍‌ ମଧ୍ୟରୁ ୫ଟି ପରାଜୟ ବରଣ କରିଛି। ଆଉ ଅଷ୍ଟ୍ରେଲିଆନ୍‌ ଓପନର ଭଲ ଫର୍ମରେ ମଧ୍ୟ ନାହାନ୍ତି।

ଅବଶିଷ୍ଟ ମ୍ୟାଚ୍‌ରେ ଓ୍ବିଲିୟମସନ ସନରାଇଜର୍ସ ହାଇଦ୍ରାବାଦ୍‌ ଦଳର ନେତୃତ୍ୱ ନେବେ। ରବିବାର ଖେଳାଯିବାକୁ ଥିବା ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚ୍‌ରେ ବିଦେଶୀ ଖେଳାଳିଙ୍କ କମ୍ବିନେଶନରେ ପରିବର୍ତ୍ତନ କରାଯିବ। ଏ ନେଇ ଟିମ୍‌ ମ୍ୟାନେଜମେଣ୍ଟ ନିଷ୍ପତ୍ତି ନେଇଛି ବୋଲି ଏସ୍‌ଆରଏଚ୍‌ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ଏହାର ଅର୍ଥ ଓ୍ବାର୍ନର ଚୂଡ଼ାନ୍ତ ଏକାଦଶରୁ ବାଦ୍‌ ପଡ଼ିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri