Posted inଖେଳ

ପ୍ରଥମେ ବ୍ୟାଟିଂ କରିବ କେକେଆର୍‌

ଚେନ୍ନାଇ, ୧୧ା୪-  ଚଳିତ ଆଇପିଏଲର ତୃତୀୟ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିବ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)। ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଡେଭିଡ୍‌ ଓ୍ବାର୍ନର। ସ୍ପିନରଙ୍କୁ ସୁହାଉଥିବା ପିଚ୍‌କୁ ଦୃଷ୍ଟିରେ ରଖି ଟାର୍ଗେଟକୁ ପିଛା କରିବା ସହଜ ହୋଇପାରେ। ଏହା ଅନୁମାନ କରୁଥିବା ଓ୍ବାର୍ନର କହିଛନ୍ତି। ଦୁଇ ଦଳରେ ଏକାଧିକ ସ୍ପିନରଙ୍କୁ ସ୍ଥାନ ମିଳିଛି।

କେକେଆର ଦଳ : ଇଆନ ମୋର୍ଗାନ (ଅଧିନାୟକ), ଶୁବମନ ଗିଲ, ରାହୁଲ ତ୍ରିପାଠି, ଦୀନେଶ କାର୍ତ୍ତିକ (ଉଇକେଟକିପର), ନୀତିଶ ରାଣା, ଶାକିବ ଅଲ ହାସନ, ଆନ୍ଧ୍ରେ ରସେଲ, ପାଟ କୁମିନ୍ସ, ପ୍ରସିଦ୍ଧ କ୍ରିଷ୍ଣା, ହରଭଜନ ସିଂ ଓ ବରୁଣ ଚକ୍ରବର୍ତ୍ତୀ।

ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ଦଳ : ଡେଭିଡ୍‌ ଓ୍ବାର୍ନର (ଅଧିନାୟକ), ଜନ୍ନି ବେଆର୍ଷ୍ଟୋ, ରିଦ୍ଧିମାନ ଶାହ (ଉଇକେଟକିପର), ମନୀଷ ପାଣ୍ଡେ, ବିଜୟ ଶଙ୍କର, ଅବଦୁଲ ସମଦ, ମହମ୍ମଦ ନବି, ରଶିଦ ଖାଁ, ଟି. ନଟରାଜନ, ଭୁବନେଶ୍ୱର କୁମାର ଓ ସନ୍ଦୀପ ଶର୍ମା।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri