ରାଜସ୍ଥାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସନ୍‌ରାଇଜର୍ସକୁ ଝଟ୍‌କା; ଖେଳିବେନି ଏହି ଷ୍ଟାର ଖେଳାଳି

ଦୁବାଇ, ୨୨।୧୦: ଚଳିତ ଆଇପିଏଲ୍‌ର ୪୦ତମ ମୁକାବିଲାରେ ଗୁରୁବାର ରାଜସ୍ଥାନ ରୟାଲ୍ସର ମୁକାବିଲା ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ସହ ହେବ। ତେବେ ଏହି ମ୍ୟାଚ୍‌ ପୂର୍ବରୁ ଡେଭିଡ୍‌ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ହାଇଦ୍ରାବାଦ୍‌ ଦଳକୁ ବଡ଼ ଝଟ୍‌କା ଲାଗିଛି। ଦଳର ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ କେନ୍‌ ଓ୍ବିଲିୟମସନ ଆଘାତଜନିତ ସମସ୍ୟା ଲାଗି ଏହି ମ୍ୟାଚ୍‌ରେ ଖେଳିବେ ନାହିଁ। ତେବେ ଓ୍ବିଲିୟମସନଙ୍କ ଆଘାତ ସମସ୍ୟା ସେତେ ଗମ୍ଭୀର ନ ଥିଲେ ମଧ୍ୟ ହାଇଦ୍ରାବାଦ୍‌ ଦଳ କୌଣସି ରିସ୍କ ଉଠାଇବାକୁ ଚାହୁଁନାହିଁ। ପ୍ଲେ-ଅଫ୍‌ରେ ସ୍ଥାନ ପକ୍କା କରିବା ଲାଗି ହାଇଦ୍ରାବାଦ୍‌ ଲାଗି ଏହି ମ୍ୟାଚ୍‌ ବେଶ୍‌ ଗୁରତ୍ୱପୂର୍ଣ୍ଣ। ବର୍ତ୍ତମାନ ସୁଦ୍ଧା ସନ୍‌ରାଇଜର୍ସ ୯ ମ୍ୟାଚ୍‌ରୁ ୩ ବିଜୟ ଓ ୬ ପରାଜୟ ସହ ୬ ପଏଣ୍ଟ ପାଇ ଟେବୁଲ ତାଲିକାର ୭ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପା ହେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ପିତାଙ୍କୁ ହରାଇବାର ୩ମାସ ପରେ ନିଜେ ପିତା ହୋଇଛନ୍ତି କ୍ରିକେଟର୍‌ ମନଦୀପ ସିଂ। ତାଙ୍କ ସ୍ତ୍ରୀ ଜଗଦୀପ ଜଶଓ୍ବାଲ ଏକ ପୁତ୍ର ସନ୍ତାନ ଜନ୍ମଦେଇଛନ୍ତି। ସୋସିଆଲ...

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା: ଓହରିଲେ ଏହି ଷ୍ଟାର୍‌ ଖେଳାଳି

ଚେନ୍ନାଇ,୨୬।୪: ସମଗ୍ର ଦେଶ ଏବେ କରୋନା ସହିତ ଲଢୁଛି। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଅଧିକାଂଶ ରାଜ୍ୟରେ ଲକଡାଉନ ଲାଗୁ କରାଯାଇଛି।...

ଗଲ୍ଫ ଟୁର ଚାମ୍ପିୟନଶନିପ୍‌: ବଜ୍ରପାତରେ ୬ ପ୍ରଶଂସକ ଆହତ

ଆଟଲାଣ୍ଟା, ୨୫।୮: ଏଠାରେ ଚାଲିଥିବା ଗଲ୍ଫ ଟୁର ଚାମ୍ପିୟନଶିପ୍‌ ଅବସରରେ ଏକ ଅଘଟଣ ଘଟିଛି। ଚାମ୍ପିୟନଶିପ୍‌ର ତୃତୀୟ ରାଉଣ୍ଡ ଖେଳ ଅବସରରେ ହଠାତ୍‌ ଗଲ୍ଫ କୋର୍ସରେ...

୬ ବର୍ଷୀୟା ପାକିସ୍ତାନ ଝିଅକୁ ସାହାଯ୍ୟର ହାତ ବଢ଼ାଇଲେ ଗମ୍ଭୀର

ନୂଆଦିଲ୍ଲୀ,୨୦।୧୦- ପୂର୍ବତନ କ୍ରିକେଟର ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀରଙ୍କ ହସ୍ତକ୍ଷେପ ପରେ ଜଣେ ୬ ବର୍ଷୀୟା ପାକିସ୍ତାନ ଝିଅର ମେଡିକାଲ ଭିଜାକୁ ମଞ୍ଜୁରି ମିଳିଛି।...

ପିତା ହେବାକୁ ଯାଉଛନ୍ତି ଆଉ ଜଣେ କ୍ରିକେଟର୍‌

ଅଜିଙ୍କେ ରାହାଣେଙ୍କ ପରେ ଆଉ ଜଣେ କ୍ରିକେଟର୍‌ ଖୁବ୍‌ଶୀଘ୍ର ପିତା ହେବାକୁ ଯାଉଛନ୍ତି। ସେ ହେଉଛନ୍ତି ଦ୍ରୁତ ବୋଲର୍‌ ଧବଳ କୁଲକର୍ଣ୍ଣି। ସେ ନିଜ ଟୁଇଟର...

ହରିୟାଣା ଷ୍ଟିଲର୍ସକୁ ହରାଇଲା ଦବଙ୍ଗ ଦିଲ୍ଲୀ

ମୁମ୍ବାଇ, ୨୯।୭(ପି.ଟି.)- ଚଳିତ ପ୍ରୋ କବାଡ଼ି ଲିଗ୍‌ରେ ଦବଙ୍ଗ ଦିଲ୍ଲୀର ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ରବିବାର ଅନୁଷ୍ଠିତ ମ୍ୟାଚରେ ଏହି ଦଳ ହରିୟାଣା ଷ୍ଟିଲର୍ସକୁ...

ଆଇପିଏଲ ପାଇଁ ଖୁସି ଖବର

ଜାମାଇକା,୧୮ା୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଅନୁରୋଧ କ୍ରମେ କାରିବିୟନ ପ୍ରିମିୟର ଲିଗ୍‌ (ସିପିଏଲ)ର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିଛି କ୍ରିକେଟ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ)। ୟୁଏଇରେ...

ଖେଳାଳିଙ୍କ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୧୧।୭: ଟୋକିଓ ଅଲିମ୍ପିକ୍ସକୁ ଯାଉଥିବା ଭାରତୀୟ ଖେଳାଳିଙ୍କ ସହ ଆସନ୍ତା ଜୁଲାଇ ୧୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା କରିବେ। ମୋଦିଙ୍କ ସହ କ୍ରୀଡା ମନ୍ତ୍ରୀ...

Advertisement
Ten Cric Info


Archives

Model This Week