Posted inଖେଳ

ଆଇପିଏଲ୍‌ର ଦ୍ୱିତୀୟ ପର୍ଯ୍ୟାୟରେ ବି କରୋନା ଏଣ୍ଟ୍ରି: ଜଣେ ଖେଳାଳି ପଜିଟିଭ୍‌ ଚିହ୍ନଟ

ୟୁଏଇ,୨୨।୯: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦର ଜଣେ ଖେଳାଳି କରୋନା ପଜିଟିଭ ବୋଲି ଜଣାପଡିଛି। ଫଳରେ ତାଙ୍କ ସଂସ୍ପର୍ଶରେ ଆସିଥିବା ୬ ଖେଲାଳିଙ୍କୁ ଆସୋଲେସନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ସନ୍ଧ୍ୟା ୭.୩୦ରୁ ଦୁବାଇରେ ଦିଲ୍ଲୀ ଏବଂ ହାଇଦ୍ରାବାଦ ମଧ୍ୟରେ ଆଇପିଏଲର ୩୩ତମ ମ୍ୟାଚ ଖେଳାଯିବ। ଜଣେ ଖେଲାଳି କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଉଭୟ ଦଳର ଖେଳାଳିଙ୍କ ଆର୍‌ଟି-ପିସିଆର୍‌ ଟେଷ୍ଟ କରାଯାଇଛି। ଫଳାଫଳ ଅଳ୍ପ ସମୟ ମଧ୍ୟରେ ଆସିବ, ଯାହା ପରେ ମ୍ୟାଚ ଶେଷ ହେବା ପରେ ନିଷ୍ପତ୍ତି ନିଆଯିବ। ସନରାଇଜର୍ସ ହାଇଦ୍ରାବାଦର ଦଳର ଦ୍ରୁତ ବୋଲର ଟି ନଟରାଜନ ଆରଟି-ପିସିଆର୍‌ ଟେଷ୍ଟରେ କରୋନା ପଜିଟିଭ ହୋଇଛନ୍ତି ବୋଲି କୁହାଯାଉଛି। ତେବେ ଏନେଇ କୌଣସି ସ୍ପଷ୍ଟ ସୂଚନା ଆସିନାହିଁ।
ଅଲରାଉଣ୍ଡର ବିଜୟ ଶଙ୍କର, ଦଳର ମ୍ୟାନେଜର ବିଜୟ କୁମାର, ଫିଜିଓଥେରାପିଷ୍ଟ ଶ୍ୟାମ ସୁନ୍ଦରଜୀ, ଡା.ଅଞ୍ଜନା ଭାନନ, ଲଜିଷ୍ଟିକ୍ସ ମ୍ୟାନେଜର ତୁଷାର ଖେଡକର ଏବଂ ନେଟ ବୋଲର ପେରିୟସ ଗଣେଶନଙ୍କ ସହ ନଟରାଜନ ସଂସ୍ପର୍ଶରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri