ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍‌ରୁ ମିଳିଲା ୧୦ ଲକ୍ଷ ଟଙ୍କା

କଟକ ଅଫିସ,୯।୧୦: କେନ୍ଦୁଝର ଜିଲା ବୈତରଣୀ ଜଳ ସମ୍ପଦ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ (ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିିନିୟର) ବିଧାନ ସାହୁଙ୍କ କାରରୁ ୧୦ ଲକ୍ଷ ଟଙ୍କା ମିଳିଛି। ଭିଜିଲାନ୍ସ ବିଭାଗ ରେଡ୍‌ ସମୟରେ ଏହି ଟଙ୍କା ମିଳିଥିବା ସୂଚନା ମିଳିଛି।
ତାଙ୍କୁ ଅଟକ ରଖି ପଚରାଉଚରା କରାଯାଉଥିବା ଜଣାପଡ଼ିଛି। ସେ ସେଠାରୁ କାରରେ କଟକ ସ୍ଥିତ ନିଜ ଘରକୁ ଯାଉଥିବା ବେଳେ ଯାଜପୁର ଏନ୍‌ସି କଲେଜ ନିକଟରେ ତାଙ୍କୁ ଭିଜିଲାନ୍ସ ଅଧିକାରୀ ଅଟକାଇଥିଲେ। ଯାଜପୁର ଭିଜିଲାନ୍ସ ସହାୟତାରେ କଟକ ଭିଜିଲାନ୍ସ ଏହି ଚାଢ଼ାଉ କରିଥିଲେ। ତେବେ ଏତେ ଟଙ୍କା ସେ କାହିଁକି ସାଙ୍ଗରେ ନେଇ ଯାଉଥିଲେ ଓ ଏହା କେଉଁଠୁ ଆସିଲା ସେ ନେଇ ଅଧିକ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri