ବିଭିନ୍ନ ପ୍ରକଳ୍ପର ତଦାରଖ, ସମୀକ୍ଷା

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ ତ୍ରିପାଠୀ ୨ ଦିନିଆ କଳାହାଣ୍ଡି ଗସ୍ତରେ ଆସିଥିଲେ। ଶୁକ୍ରବାର ଦ୍ୱିତୀୟ ଦିନରେ ସେ ଜିିଲାର ଭବାନୀପାଟଣା ବ୍ଲକ ସମେତ ଥୁଆମୂଳ ରାମପୁର, ଜୟପାଟଣା ବ୍ଲକସ୍ଥିତ ମୁଖୀଗୁଡା ଓ ଧର୍ମଗଡ ଆଦି ଗସ୍ତ କରି ବିଭିନ୍ନ ପ୍ରକଳ୍ପର ତଦାରଖ କରିଛନ୍ତି। ଭବାନୀପାଟଣା ସହରର ମତ୍ସ୍ୟ କାଯର୍ର୍ର୍‌ୟାଳୟ ଓ ବିମଳା କନଭେଣ୍ଟ ନିକଟସ୍ଥ ପୋଖରୀର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ, ଜାଖମ ଇକୋ ଟୁରିଷ୍ଟ କମ୍ପ୍ଲେକ୍ସ, କାନିଗୁମା କଫି ପ୍ଲାଣ୍ଟେଶନ, ଥୁଆମୂଳ ରାମପୁରର କଫି ନର୍ସରୀ ପରିଦର୍ଶନ ସହ ଏହାର ରକ୍ଷଣାବେକ୍ଷଣ ନିମନ୍ତେ ପରାମର୍ଶ ଦେଇଥିଲେ। ଥୁଆମୂଳ ରାମପୁରସ୍ଥିତ ମା’ ମାଣିକେଶ୍ବରୀ ମନ୍ଦିର କାର୍ଯ୍ୟ ଅଗ୍ରଗତି, ବିକାଶ ଓ ଏହାର ଅଧିକ ପରିସୀମା ପାଇଁ ଆବଶ୍ୟକ ପଦକ୍ଷେପ ଉପରେ ସମ୍ପୃକ୍ତ ଅଧିକାରୀଙ୍କୁ କହିଥିଲେ। ଥୂଆମୁଳ ରାମପୁରର ପର୍ଯ୍ୟଟନ ଆକର୍ଷଣ ‘ହେଲୋ ପଏଣ୍ଟ’ ସହ ଇନ୍ଦ୍ରାବତୀ ଜଳଭଣ୍ଡାର ପରିଦର୍ଶନ କରିଥିଲେ। ସେହିପରି ଧର୍ମଗଡସ୍ଥିତ ଟାଉନହଲର ପୁନରୁଦ୍ଧାର କାର୍ଯ୍ୟ, ସିଆଲିକାନୀ କଟା ବନ୍ଧ ପରିଦର୍ଶନ ସହ ଧର୍ମଗଡ ଆହାର ରୋଷେଇ କେନ୍ଦ୍ର ଉଦଘାଟନ କରିଥିଲେ। ଜୁନାଗଡ଼ ବ୍ଲକ ଅନ୍ତର୍ଗତ ମସିଗାଁ ବାଗଡିସାର ପୋଲ କାର୍ଯ୍ୟ ଅଗ୍ରଗତି ପରିଦର୍ଶନ କରିଥିଲେ। ଏହି ସମୟରେ ଜୁନାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର, ଜିଲାପାଳ କଳାହାଣ୍ଡି ପି. ଅନେୱଷା ରେଡ୍ଡୀ, ସିଡିଓ ଜିଲା ପରିଷଦ ସଚିନ ପାୱାର, ଧର୍ମଗଡ଼ ଉପଜିଲାପାଳ ବେଦ ଭୂଷଣ, ଡବ୍ଲ୍ୟୁଓଡିସି ସଦସ୍ୟ ଅବିନାଶ ଠାକୁର ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ପ୍ରଥମେ ଗୁରୁବାର ସାରେ ସେ ଭବାନୀପାଟଣାରେ ପହଞ୍ଚତ୍ଥିଲେ। ପରେ ସ୍ଥାନୀୟ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଯୋଗଦେଇ ଜିଲାର ଶିଳ୍ପ, କୃଷି ଭିତ୍ତିକ ଶିଳ୍ପର ସ୍ଥାପନ ଓ ସ୍ଥାନୀୟ ଲୋକଙ୍କ ନିଯୁକ୍ତି ଊପରେ କିଭଳି ଆଖି ଦୃଶିଆ ଅଗ୍ରସର ହୋଇପାରିବ ତା ଉପରେ କୃଷି, ପଶୁ ସମ୍ପଦ, ଉଦ୍ୟାନ, ମତ୍ସ୍ୟ, ଶିଳ୍ପ ବିଭାଗର ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ କରିଥିଲେ। ବୈଠକରେ ପଶ୍ଚିମ ଓଡିଶା ବିକାଶ ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଡ. ଅଜିତ ମିଶ୍ର, ଜିଲାପାଳ ପି. ଅନ୍ବେଷା ରେଡ୍ଡୀ, ଅତିରିକ୍ତ ଜିଲାପାଳ ସୁବ୍ରତ କୁମାର ନାୟକ, ଡବ୍ଲ୍ୟୁଓଡିସି ଟେକନିକାଲ ପରାମର୍ଶଦାତା ସୁନୀଲ ନାୟକ, ଡିଡି ପ୍ଲାନିଙ୍ଗ ଶ୍ରୀକାନ୍ତ ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri