ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…

ଭୁବନେଶ୍ବର,୨୮ା୧:  ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର ପାତ୍ର । ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ, ଦେଢ଼ଗୁଣା ଆଦାୟ ହେବ ବୋଲି କହିଛନ୍ତି ।

ଯେଉଁମାନେ ମୃତ ବ୍ୟକ୍ତିଙ୍କ ନାଁରେ ଚାଉଳ ଉଠାଇଛନ୍ତି ଧରାପଡିଲେ ସରକାର କ୍ଷତିପୂରଣ ଆଦାୟ କରିବେ । E-KYC ରେ ୬ ଲକ୍ଷ ୯୫ ହଜାରରୁ ଊର୍ଦ୍ଧ୍ୱ ମୃତ ହିତାଧିକାରୀ ଚିହ୍ନଟ ହୋଇଛନ୍ତି । ମୃତ ହିତାଧିକାରୀ ବିଷୟରେ ତଥ୍ୟ ଜଣାଇ ନାଁ କାଟିବାକୁ ମନ୍ତ୍ରୀ ଅପିଲ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନଗର ନିଗମ ଫଳାଫଳ: ଭାଜପାକୁ ବଡ଼ ଝଟକା, ଆଉ ୪ ୱାର୍ଡରେ ଜିତିଲା କଂଗ୍ରେସ

ଜୟପୁର,୧୭।୯: ରାଜସ୍ଥାନର ଜୟପୁର, କୋଟା ଓ ଯୋଧପୁରର ୯ଟି ଆସନ ମଧ୍ୟରୁ ୮ଟିର ନିର୍ବାଚନ ଫଳାଫଳ ଘୋଷଣା ହୋଇଛି। ଏହି ଆସନଗୁଡ଼ିକରେ ସେପ୍ଟେମ୍ବର ୧୬ ତାରିଖରେ ପୁନଃ…

ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ, ୧୭ା୯ : ବାୟୁ ପ୍ରଦୂଷଣ ସଂସ୍ପର୍ଶରେ ଆସିବା ଦ୍ୱାରା ବ୍ୟକ୍ତିଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବୃତ୍ତି ଏବଂ ଆତ୍ମହତ୍ୟାର ଚିନ୍ତାଧାରା ବୃଦ୍ଧି ପାଉଥିବା ନେଇ ଏକ ନୂତନ…

ବୈଦିକ ଭୂମିରେ ହିନ୍ଦୁଧର୍ମ

ସିନ୍ଧୁ ନଦୀର ଶାଖାନଦୀଗୁଡ଼ିକ ଦ୍ୱାରା ପ୍ଳାବିତ ପଞ୍ଜାବ ମୂଳ ବୈଦିକ ଭୂମି ଥିଲା। ହେଲେ ଏବେ ଯମୁନା-ଗଙ୍ଗା ଧୋୟାଞ୍ଚଳ ସହିତ ବେଦକୁ ଅଧିକ ଜଡ଼ିତ କରାଯାଉଥିବାବେଳେ ଅନ୍ୟପକ୍ଷରେ…

PM ମୋଦି କେବେ କେବେ UPIରେ କରିଛନ୍ତି ପେମେଣ୍ଟ? ଜାଣନ୍ତୁ କେତେ ଟଙ୍କା କରିଥିଲେ ଖର୍ଚ୍ଚ

ନୂଆଦିଲ୍ଲୀ, ୧୭/୯:ଆଜି ସେପ୍ଟେମ୍ବର ୧୭। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ତାଙ୍କ ଜନ୍ମଦିନକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଦେଶରେ ଡିଜିଟାଲ ପେମେଣ୍ଟ ଏବଂ UPIକୁ…

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ‘ନରେନ୍ଦ୍ର’ଙ୍କ ନେତୃତ୍ବରେ ହେଉଛି ନବଭାରତର ନିର୍ମାଣ

ଭୁବନେଶ୍ୱର,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶତ ଶତ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସୋସିଆଲ ମିଡିଆ…

ପ୍ରେମିକା ଘର ବାରଣ୍ଡାରେ ପ୍ରେମିକଙ୍କୁ ପିଟି ପିଟି ହତ୍ୟା, ପ୍ରମାଣ ନଷ୍ଟ ପାଇଁ ଜାଳିଦେଲେ ମୃତଦେହ

ଦେବଗଡ଼, ୧୭ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ…

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ…

PM ମୋଦିଙ୍କ ୭୭ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୭ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?