ବିଭିନ୍ନ ଓ୍ବାର୍ଡକୁ ପାନୀୟ ଜଳ ଯୋଗାଣ

ଦେବଗଡ଼,୩୧ା୩(ଡି.ଏନ୍‌.ଏ.): ବାରକୋଟ ବ୍ଲକ କଲା ପଞ୍ଚାୟତର ବିଭିନ୍ନ ଓ୍ବାର୍ଡକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନିମନ୍ତେ ଶୁକ୍ରବାର ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି। ଓ୍ବାର୍ଡ ନମ୍ବର ୧, ୨,୩ ଏବଂ ୫ର ବାସିନ୍ଦାଙ୍କ ପାଇଁ ଏହି ପ୍ରକଳ୍ପରୁ ପାନୀୟ ଜଳ ଯୋଗାଣର ବ୍ୟବସ୍ଥା କରାଯାଇଥିବା ବେଳେ ଏହାକୁ କଲା ପଞ୍ଚାୟତର ସରପଞ୍ଚ ତଥା ଦେବଗଡ଼ ଜିଲା ସରପଞ୍ଚ ସଂଘର ସଭାପତି ସତ୍ୟ ନାରାୟଣ ପାନୀୟ ଜଳ ପ୍ରକଳ୍ପ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଛୁରି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri