ନୂଆଦିଲ୍ଲୀ,୭ା୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଟୟୋଟା କିର୍ଲୋସ୍କର ମୋଟର(ଟିକେଏମ୍) ପକ୍ଷରୁ ହାଇଡ୍ରୋଜେନ୍ ଇନ୍ଧନ ସେଲ୍ ମଡ୍ୟୁଲ ଯୋଗାଣ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ପ୍ରତ୍ୟେକ କ୍ଷେତ୍ରର ଶକ୍ତି ଉପତ୍ାଦନ, ଭିତ୍ତିଭୂମି ପ୍ରସ୍ତୁତି ଏବଂ ଉପଭୋକ୍ତା ଗ୍ରହଣକୁ ଧ୍ୟାନରେ ରଖି କାର୍ବନ ଡାଇଅକ୍ସାଇଡ ନିର୍ଗମନକୁ ନିୟନ୍ତ୍ରଣ କରିବା ପାଇଁ ବିଦ୍ୟୁତ୍କରଣ ଏବଂ ବିକଳ୍ପ ଇନ୍ଧନ ଯାନ ପ୍ରଦାନ କରିବାକୁ ଚେଷ୍ଟା ଜାରି ରଖିଛି। ଏପରିକି ବିଶ୍ୱସ୍ତରରେ ଟୟୋଟା ୨୦୫୦ ସୁଦ୍ଧା କାର୍ବନ ନିୟନ୍ତ୍ରଣ ପାଇଁ ପ୍ରତିଶ୍ରୁତିବଦ୍ଧ ଏବଂ ୨୦୩୫ ସୁଦ୍ଧା ଉପତ୍ାଦନ କାର୍ଯ୍ୟରେ ନେଟ୍ କାର୍ବନ ଜିରୋ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିଛି। ସେହିଭଳି ସବୁଜ ହାଇଡ୍ରୋଜେନ୍ ଅକ୍ଷୟ ଶକ୍ତି ଉତ୍ସରୁ ଉପତ୍ନ୍ନ ଏବଂ ଏକ ବ୍ୟାପକ ଦୃଷ୍ଟିକୋଣରେ ଟୟୋଟା ହାଇଡ୍ରୋଜେନ୍ ଟେକ୍ନୋଲୋଜି ଏବଂ ବିଭିନ୍ନ ସେକ୍ଟରରେ ଇନ୍ଧନ ସେଲ୍ ମଡ୍ୟୁଲ ବ୍ୟବହାରର ପ୍ରୋତ୍ସାହନ ଉପରେ ଗୁରୁତ୍ୱ ଜାରିରଖିଛି। ଏ ସମ୍ପର୍କରେ ଟିକେଏମ୍ର ବରିଷ୍ଠ ଉପସଭାପତି ତଥା ମୁଖ୍ୟ ଯୋଗାଯୋଗ ଅଧିକାରୀ ସୁଦୀପ ଏସ୍. ଡାଲ୍ଭି କହିଛନ୍ତି, ପ୍ରୋଟୋ ପରୀକ୍ଷା ଏବଂ ସମ୍ଭାବ୍ୟତା ପାଇଁ ଇନ୍ଧନ ସେଲ୍ ବାଣିଜି୍ୟକ ଯାନ ନିର୍ମାଣ ପାଇଁ ହାଇଡ୍ରୋଜେନ୍ ଇନ୍ଧନ ସେଲ୍ ମଡ୍ୟୁଲ ଅଶୋକ ଲେଲାଣ୍ଡକୁ ଯୋଗାଇଥିବାରୁ ଆମେ ଅତ୍ୟନ୍ତ ଆନନ୍ଦିତ। ଟୟୋଟା ଟେଲପାଇପ ନିର୍ଗମନ ଏବଂ କାର୍ବନ ଫୁଟ୍ ପ୍ରିଣ୍ଟ ହ୍ରାସ କରିବା ଆମ ପାଇଁ ସର୍ବଦା ଗୁରୁତ୍ୱପୂର୍ଣ୍ଣ। ଆମେ ଶକ୍ତି ଆତ୍ମନିର୍ଭରଶୀଳତାର ଜାତୀୟ ଲକ୍ଷ୍ୟ ଦିଗରେ ମଧ୍ୟ ସହଯୋଗ କରିବାକୁ ପ୍ରତିଶ୍ରୁତିବଦ୍ଧ। ଏହା ବିଶ୍ୱସ୍ତରରେ ଶକ୍ତି ଶିଳ୍ପ ହାଇଡ୍ରୋଜେନ୍ ଏବଂ ଜୈବ ଇନ୍ଧନ ପରି କାର୍ବନ-ନିରପେକ୍ଷ ଇନ୍ଧନର ବୈଷୟିକ ଉଦ୍ଭାବନ ଉପରେ କାର୍ଯ୍ୟ ଜାରି ରଖିଛି, ୨୦୨୧-୨୨ ବଜେଟରେ ଭାରତ ସରକାର ଜାତୀୟ ହାଇଡ୍ରୋଜେନ୍ ମିଶନ ଘୋଷଣା କରିଛନ୍ତି। ଶକ୍ତି ଉତ୍ସ ଭାବରେ ହାଇଡ୍ରୋଜେନ୍ର ବ୍ୟବହାର ପାଇଁ ଏକ ରୋଡ୍ ମ୍ୟାପ୍ ଅଙ୍କନ କରାଯାଇଛି।
ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…
ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...
ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…
ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...
ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡିବସିଲା ଭିଜିଲାନ୍ସ
ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...
୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ
ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...
ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା
ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା
ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...
Archives


