ନୂଆପଡ଼ା ଜିଲାକୁ ୟୁରିଆ ସାର ଯୋଗାଣ

ନୂଆପଡ଼ା,୨୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲାକୁ ସୋମବାର ୨୬ ହଜାର ୯୦୦ ବ୍ୟାଗ ୟୁରିଆ ସାର ଯୋଗାଣ ହୋଇଛି। ଜିଲାର ୨୬ ସମବାୟ ସମିତି ମଧ୍ୟରୁ ନୂଆପଡ଼ା ସମବାୟ ସମିତିକୁ ୭୪୫ ବସ୍ତା, ପରକୋଟ ୩୧୪, ବେଲଟୁକରି ୭୨୪ ବସ୍ତା, ସରାବଙ୍ଗ ୭୦୦, ତରବୋଡ ୭୦୦, ଦର୍ଲିମୁଣ୍ଡା ୭୧୦ ବସ୍ତା, କୁଳିଆବନ୍ଧା ୭୦୦, ଲଖନା ୭୧୦ ବସ୍ତା, ଖଡିଆଳ ବରଗାଁ ୩୧୦, ଖଇରା ୩୫୫, କରଙ୍ଗାମାଲ ୩୮୩, କାଣ୍ଡେତରା ୬୪୨, ନିଲଜି ୭୦୦, ପେଣ୍ଡରାବନ୍ଧ ୩୬୪, ଖଡିଆଳ ସମବାୟ ସମିତିକୁ ୭୧୦ ବସ୍ତା ୟୁରିଆ ସାର ଯୋଗାଣ ସହ ଡିଲରମାନଙ୍କୁ ବିକ୍ରୟ ପାଇଁ ଦିଆଯାଇଛି। ଏଥିନେଇ ଭାଜପା ଯୁବ ମୋର୍ଚ୍ଚା ଜିଲା ସଭାପତି ଅଭିନନ୍ଦନ ପଣ୍ଡା ମୁଖ୍ୟମନ୍ତ୍ରୀ, କୃଷି ମନ୍ତ୍ରୀ ଓ ଜିଲାପାଳଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପରେ ଏହି ୨ ରାଶିଙ୍କର ଖୋଲେ ଭାଗ୍ୟର ତାଲା, ହୁଅନ୍ତି କୋଟିପତି! ଜୀବନରେ ଆସେ ଧନ-ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ରାଶିର ନିଜସ୍ବ ଗୁଣ ଓ ଗ୍ରହ ପ୍ରଭାବ ରହିଛି। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, କିଛି ରାଶିର ଲୋକଙ୍କ ପାଇଁ ବିବାହ ପରେ ଧନ,…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri