ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ: ୧୧ ସ୍ଥାନରେ ଚଢାଉ

ସୋନପୁର, ୨୦।୧୧(ମତ୍ୟୁଞ୍ଜୟ ଶତପଥୀ):ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଯୋଗାଣ ଅଧିକାରୀ(ସିଏସଓ) ସୁରେଶ କୁମାର ପାଣିଗ୍ରାହୀ l ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ରାତିରୁ ଏହି ଚଢାଉ ଚାଲିଛିl ସୁବର୍ଣ୍ଣପୁର ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ସମେତ ପେଲେସ ଗାର୍ଡେନ ସ୍ଥିତ ଭଡ଼ା ଘର ସମେତ ୧୧ଟି ସ୍ଥାନରେ ଏହି ଚଢାଉ କରଯାଇଛିl ୨ ଅତିରିକ୍ତ ଏସପିଙ୍କ ସମେତ ୩ ଡିଏସପି ଓ ୭ ଇନ୍ସପେକ୍ଟର ଭୁବନେଶ୍ୱର, ସୁବର୍ଣ୍ଣପୁର, ବଲାଙ୍ଗିର ଓ ବରଗଡ ଜିଲାରେ ଚଢାଉ କରୁଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନଭୋଜନରେ ଅନୟମିତତା: ବିଦ୍ୟାଳୟ ଉପସ୍ଥାନ ଖାତାରେ ଅଧିକ ପିଲା, ବାସ୍ତବରେ କମ୍‌

ଝରିଗାଁ,୭ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ସରକାରୀ ସ୍କୁଲରେ ନିମ୍ନମାନର ମଧ୍ୟାହ୍ନଭୋଜନ ପ୍ରଦାନ କରାଯାଉଥିବା ବେଳେ କିଛି ଛାତ୍ରୀଛାତ୍ର ସେହି ଭୋଜନ ଖାଉ ନାହାନ୍ତି। ଏପରିକି ଯେଉଁ ପିଲାମାନେ ଅଣ୍ଡା…

ସୌରଭ ଗାଙ୍ଗୁଲି ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ ହେବା ପରେ ଉଠିଲାଣି ବିବାଦ!

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ପୂର୍ବତନ ଭାରତୀୟ ଦଳର ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ସେମାନଙ୍କର ନୂତନ ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ଗାଙ୍ଗୁଲି କ୍ରିକେଟ ଆସୋସିଏସନ…

IAS ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲାପାଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୭ା୧୦: ରାଜ୍ୟ ପ୍ରଶାସନିକ ସ୍ତରକୁ ଅଧିକ କ୍ରିୟାଶୀଳ ଓ ବ୍ୟବସ୍ଥିତ କରିବା ପାଇଁ ଓଡ଼ିଶା ସରକାର ରାଜ୍ୟରେ IAS ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ନବରଙ୍ଗପୁର…

ଆଜି ମୁଁ ଯାହା କିଛି… ଜାଣନ୍ତୁ କାହାକୁ ସଫଳତାର ଶ୍ରେୟ ଦେଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ନିରନ୍ତର ୨୫ ବର୍ଷର ଜନସେବା ପୂରଣ କରିଛନ୍ତି। ଏହି ଅବସରରେ ବୁଧବାର ନୂଆଦିଲ୍ଲୀରେ ଆୟୋଜିତ ଭାରତ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

ମା’ ତାରାତାରିଣୀଙ୍କ ଦାନହୁଣ୍ଡିରୁ ମିଳିଲା ଦୁଇ ଶିଶୁଙ୍କ ଭାବବିହ୍ବଳ ଚିଠି: ଏଥିରେ ଲେଖାଅଛି ମୋ’ ବାବାଙ୍କୁ ଭଲ ବାଟକୁ ଆଣ, ମୋ ମା’କୁ…

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିମଧ୍ୟରୁ ମିଳିଛି ଦୁଇଟି ଶିଶୁଙ୍କ ଚିଠି। ଗୋଟିଏ ଓଡ଼ିଆରେ ଲେଖା…

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

ଖୁସି ଖବର ଦେଲେ କିଆରା ଆଡଭାନୀ, ଦେଢ଼ ବର୍ଷ ପରେ ପୁଣି ଥରେ ଶେୟାର କଲେ ଏମିତି ଖବର

ମୁମ୍ବାଇ: ବଲିଉଡର ବିୟୁଟି ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରାଙ୍କ ଜୀବନରେ ପୁଣିଥରେ ଖୁସିର ଆଗମନ ହୋଇଛି। ଏହି ଦମ୍ପତି ନିଜ ପ୍ରଶଂସକଙ୍କ ସହ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?