ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ, ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରି…

ଛତ୍ରପୁର,୯ା୭(ଦିଲ୍ଲୀପ ସାମଲ): ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲା ଭାରପ୍ରାପ୍ତ ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା। ଛତ୍ରପୁର ନିକଟ ଜାତୀୟ ରାଜପଥରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ବ୍ରହ୍ମପୁର ଭିଜିଲାନ୍ସ ବିଭାଗ। ସେ ଛତ୍ରପୁର ବ୍ୟାଙ୍କ କଲୋନୀ ଭଡ଼ା ଘରୁ ନିଜ ଘରୁ ଅଫିସ ଯାଉଥିବା ସମୟରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଥିଲା। ୩ ଦିନ ଧରି ଭିଜିଲାନ୍ସ ଟିମ୍‌ ତାଙ୍କୁ ନଜରରେ ରଖିଥିବା ସୂଚନା ମିଳିଛି। ତାଙ୍କ ଗାଡ଼ିରୁ ୫୦୦ ଟଙ୍କିଆ ୬ଟି ବ୍ୟାଣ୍ଡେଲରେ ଟଙ୍କା ଜବତ କରାଯାଇଛି। ବର୍ତ୍ତମାନ ଆଶୀର୍ବାଦ ଆପାର୍ଟମେଣ୍ଟରେ ଥିବା ତାଙ୍କ ଭଡ଼ା ଘରେ ପହଞ୍ଚି ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି। ତାଙ୍କୁ ନୂଆପଡ଼ା ଜିଲାକୁ ଯୋଗାଣ ଅଧିକାରୀ ଭାବେ ବଦଳି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ପୁଅ ପାଇଁ ନିଜ ଝିଅର ବଳି ଦେଲେ ମା’, ତାନ୍ତ୍ରିକଙ୍କ ନିର୍ଦ୍ଦେଶରେ…ପୂରା ଘଟଣା ଜାଣିଲେ ଥରିଉଠିବ ଦେହ

ରାଞ୍ଚି,୨।୪: ଝାଡ଼ଖଣ୍ଡର ହଜାରୀବାଗ ଜିଲାର ବିଷ୍ଣୁଗଡ଼ ଥାନା ଅଞ୍ଚଳର କୁସୁମ୍ଭା ଗାଁରେ ଜଣେ ୧୩ ବର୍ଷୀୟା ଝିଅର ହତ୍ୟା ଘଟଣାରେ ପୋଲିସ ଏକ ଚାଞ୍ଚଲ୍ୟକର ଖୁଲାସା କରିଛି।…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri