FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: କଂଗ୍ରେସର ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ

ବରଗଡ଼,୧୭ା୭(ପ୍ରେମାନନ୍ଦ ଖମାରୀ): ବାଲେଶ୍ୱର ଫକୀର ମୋହନ (ଏଫ୍‌ଏମ୍‌) ସ୍ବୟଂଶାସିତ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାକୁ ନେଇ ରାଜ୍ୟବ୍ୟାପୀ ଆନ୍ଦୋଳନ ତେଜି ଉଠିଛି। ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣାର ନ୍ୟାୟିକ ତଦନ୍ତ, ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବରଖାସ୍ତ ଆଦି ଦାବି ନେଇ ଗୁରୁବାର କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ଦେଇଛି। ଏହି ବନ୍ଦ ଡାକରାକୁ ବରଗଡ଼ ଜିଲାରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଜରୁରୀକାଳୀନ ସେବା ବ୍ୟତୀତ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଯାନବାହନ ଚଳାଚଳ ବନ୍ଦ ରହିଥିବାରୁ ରାସ୍ତାଘାଟ ଶୂନଶାନ୍‌ ହୋଇପଡ଼ିଛି। କଂଗ୍ରେସ କର୍ମୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରୁଥିବା ବେଳେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପଇଁତରା ମାରୁଥିବା ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋକାବାଜ ବାହାରିଲେ ସ୍ବାମୀ, ୩-୩ଟା ବିବାହ କରିଥିବା ଜାଣିବା ପରେ ଦ୍ୱିତୀୟ ସ୍ତ୍ରୀ କଲେ ଏମିତି…

ପାଟନା, ୨୦।୧: ବିହାରର ବାଙ୍କାରୁ ସୋମବାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଚାଟମାଡିହ ଗାଁର ବାସିନ୍ଦା ନୀଲୁ କୁମାରୀ ତାଙ୍କ ସ୍ବାମୀଙ୍କ ବିରୋଧରେ ଅଭିଯୋଗ...

ଆଜିଠୁ ନବୀନ ଯୁଗ ଆରମ୍ଭ: ସ୍ବାଗତ କଲେ ମୋଦି

ନୂଆଦିଲ୍ଲୀ,୨୦।୧: ଦୀର୍ଘ ପ୍ରତୀକ୍ଷା ପରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)କୁ ନୂତନ ସଭାପତି ମିଳିଛି। ପାଞ୍ଚଥର ବିଧାୟକ ନୀତିନ ନବୀନଙ୍କୁ ଦଳର ନୂତନ ମୁଖ୍ୟ...

ନିମନ୍ତ୍ରଣ କାର୍ଡର ଦାମ୍ ୨୫ ଲକ୍ଷ; ଝିଅର ବାହାଘରକୁ ସ୍ମରଣୀୟ କରିବା ପାଇଁ ବାପାଙ୍କ ଅନନ୍ୟ ପଦକ୍ଷେପ, ୩ କେଜି ରୂପା…

ଜୟପୁର,୨୦ା୧: ପ୍ରତ୍ୟେକ ପିତା ଚାହାଁନ୍ତି ଯେ ତାଙ୍କ ଝିଅର ବିବାହ ଏକ ସ୍ମରଣୀୟ ହେଉ, ଯାହା ଜୀବନବ୍ୟାପୀ ସେମାନଙ୍କ ହୃଦୟରେ ରହିବ । ଜୟପୁରର ଶିବ...

ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର ରଚୁଛି ବାଂଲାଦେଶ: ଚାଇନା ସହ ମିଶି ଚିକେନ ନେକରେ…

ଢାକା,୨୦।୧: ମହମ୍ମଦ ୟୁନୁସଙ୍କ ଶାସନରେ ବାଂଲାଦେଶ ନିରନ୍ତର ଭାରତ ବିରୋଧୀ ପଦକ୍ଷେପ ନେଇ ଆସୁଛି। ଭାରତ ବିରୋଧରେ ବାଂଲାଦେଶର ଷଡ଼ଯନ୍ତ୍ର ପୂର୍ବରୁ ପର୍ଦ୍ଦାଫାସ ହୋଇସାରିଛି ଏବଂ...

Nitin Navin BJP President: କିଏ ଏହି ନୀତିନ ନବୀନ, କେମିତି ହେଲେ ସଙ୍ଗଠନର ପ୍ରଥମ ପସନ୍ଦ, ଜାଣନ୍ତୁ ତାଙ୍କ ମୋଟ ସମ୍ପତ୍ତି…

ନୂଆଦିଲ୍ଲୀ,୨୦।୧: ମଙ୍ଗଳବାର (୧୯ ଜାନୁଆରୀ, ୨୦୨୬) ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ନେତା ନୀତିନ ନବୀନଙ୍କୁ ଦଳର ନୂତନ ରାଷ୍ଟ୍ରୀୟ ସଭାପତି ଭାବରେ ନିଯୁକ୍ତ...

ଚାଷଜମିରୁ ବୋମା ଜବତ; ଆତଙ୍କିତ ଗ୍ରାମବାସୀ, ପୋଲିସର ତଦନ୍ତ…   

ଦିଗପହଣ୍ଡି,୨୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ କୁମରଡ଼ା ଗ୍ରାମ ବଡ଼ବନ୍ଧ ପୋଖରୀ ନିକଟ ଚାଷଜମିରେ ବୋମା ଆତଙ୍କ । ରଘୁ...

ଚଳିତ ବର୍ଷ ସନ୍ୟାସ ନେବେ ଏହି ୫ ଭାରତୀୟ କ୍ରିକେଟର! ଟିମ୍‌ ଇଣ୍ଡିଆରେ ସ୍ଥାନ ମିଳିବା ଅସମ୍ଭବ

ନୂଆଦିଲ୍ଲୀ,୨୦।୧: ଅନେକ ଷ୍ଟାର ଖେଳାଳି ଦୀର୍ଘ ସମୟ ଧରି ଭାରତୀୟ ଦଳରୁ ବାହାରେ ଅଛନ୍ତି। ଅନେକ ଯୁବ ଖେଳାଳି ଥିଲେ ମଧ୍ୟ ଖରାପ ଫର୍ମ ଯୋଗୁ...

ନୂଆଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ଘୁମୁରା, ବଜାଶାଲ: ଜଲଓ୍ବା ଦେଖାଇବେ ପ୍ରତିଭା ଅନୁଷ୍ଠାନର କଳାକାର

ଭବାନୀପାଟଣା,୨୦ା୧(ଉତ୍ତମ କୁମାର ଦାଶ):ବନ୍ଦେ ମାତରମ୍‌ ଗୀତର ୧୫୦ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ନୂଆଦିଲ୍ଲୀ ରାଜପଥରେ ଆସନ୍ତା ୨୬ ତାରିଖ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡିର ଘୁମୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri