ମେକ୍‌ ଇନ୍‌ ଓଡ଼ିଶାକୁ ଓଡ଼ିଶା ଡିସ୍‌କମ୍‌ର ସମର୍ଥନ

ଭୁବନେଶ୍ୱର,୨୩।୨: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ଓଡ଼ିଶା ଡିସ୍‌କମ୍‌ଗୁଡ଼ିକ ରାଜ୍ୟର ଶିଳ୍ପ ବିକାଶକୁ ସମର୍ଥନ ଦେବାରେ ପ୍ରମୁଖ ଭୂମିକା ନିର୍ବାହ କରୁଛି। ଟିପି ଓଡ଼ିଶା ଡିସ୍‌କମ୍‌ ଯଥା ଟିପି ସେଣ୍ଟ୍ରାଲ, ଟିପି ସଦର୍ନ, ଟିପି ନର୍ଦନ ଏବଂ ଟିପି ୱେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ ଭଳି ଡିସ୍‌କମ୍‌ଗୁଡ଼ିକ ଭରସାଯୋଗ୍ୟ ଓ ସୁଲଭ ବିଦ୍ୟୁତ୍‌ ପ୍ରଦାନ କରୁଥିବା ବେଳେ ଓଡ଼ିଶା ସରକାରଙ୍କ ମେକ୍‌ ଇନ୍‌ ଓଡ଼ିଶା ଲକ୍ଷ୍ୟକୁ ସମର୍ଥନ ଦେଉଛି।

ବିଶେଷକରି ସେବା ଅଧିଗ୍ରହଣ କରିବା ପରଠାରୁ କମ୍ପାନୀ ଗତ ୩ ବର୍ଷ ଭିତରେ ଉକ୍ତ ଡିସ୍‌କମ୍‌ଗୁଡ଼ିକ ରାଜ୍ୟର ୫୯୪୩ ଶିଳ୍ପସଂସ୍ଥାକୁ ସଂଯୋଗ ପ୍ରଦାନ କରି ଇସ୍ପାତ, ଆଇଟି, ଆଲୁମିନିୟମ, ସିମେଣ୍ଟ ଓ ଖଣି ସମେତ ଖାଦ୍ୟ, ମତ୍ସ୍ୟ ଚାଷ ଏବଂ ଅଟୋମୋବାଇଲ୍‌ ଭଳି ଏମ୍‌ଏସ୍‌ଏମ୍‌ଇଗୁଡ଼ିକୁ ବିଦ୍ୟୁତ୍‌ ଶକ୍ତି ଯୋଗାଇଛନ୍ତି। ଏହା ଶିଳ୍ପସଂସ୍ଥା ସ୍ଥାପନ କରିବା କାର୍ଯ୍ୟକୁ ସହଜ କରିଥିବା ବେଳେ ସ୍ଥାନୀୟ ଯୁବବର୍ଗଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟିରେ ମଧ୍ୟ ସହାୟକ ହୋଇଛି। ବିଦ୍ୟୁତ୍‌ ସଂଯୋଗ ପାଇବାକୁ ସହଜ କରିବା ଲାଗି ଡିସ୍‌କମ୍‌ଗୁଡ଼ିକ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି, ଯାହା ରାଜ୍ୟରେ ‘ଇଜ୍‌ ଅଫ୍‌ ଡୁଇଂ ବିଜ୍‌ନେସ୍‌’କୁ ସକ୍ଷମ କରିଛି।

ବର୍ତ୍ତମାନ ଏକ ନୂଆ ବିଦ୍ୟୁତ୍‌ ସଂଯୋଗ ହାସଲ କରିବାରେ ମାତ୍ର ୪ଟି ସୋପାନ ରହିଛି। ତାହା ହେଉଛି ପଞ୍ଜୀକରଣ, କାଗଜପତ୍ର ଦାଖଲ, ପେମେଣ୍ଟ ଓ ଭେରିଫିକେଶନ ଏବଂ ମିଟର ସ୍ଥାପନ। ସେହିପରି ଡିସ୍‌କମ୍‌ଗୁଡ଼ିକର ପ୍ରଭାବଶାଳୀ ପରିଚାଳନା ପାଇଁ ଓଡ଼ିଶାରେ ଏଟି ଆଣ୍ଡ ସି କ୍ଷତି ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?