ଭାଜପା ସରପଞ୍ଚ ପ୍ରାର୍ଥୀଙ୍କ ସମର୍ଥକଙ୍କୁ ବାଇକ୍‌ରେ ଉଠାଇନେଇ ସାଙ୍ଘାତିକ ମାଡ଼

ଗଞ୍ଜାମ,୨୯।୧(ଡି.ଏନ୍‌.ଏ.): ଆଉ ମାତ୍ର କେଇଟା ଦିନପରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ନିର୍ବାଚନ ପୂର୍ବରୁ ପ୍ରଥମ ଥର ପାଇଁ ଗଞ୍ଜାମ ବ୍ଲକ ରମ୍ଭା ଅଞ୍ଚଳରେ ରାଜନୈତିକ ହିଂସା ଘଟିଥିବା ଜଣାପଡିଛି। ଜଣେ ଭାଜପା ସମର୍ଥିତ ସରପଞ୍ଚ ପ୍ରାର୍ଥୀଙ୍କ ସମର୍ଥକଙ୍କୁ ସାଙ୍ଘାତିକ ମାଡ଼ ମରାଯାଇଥିବା ରମ୍ଭା ଥାନାରେ ଅଭିଯୋଗ ହୋଇଛି ।
ମିଳିଥିବା ସୂଚନା ଅନୁଯାୟୀ, ସରପଞ୍ଚଙ୍କ ଜଣେ ସମର୍ଥକ ନିର୍ବାଚନ ପ୍ରଚାର କରୁଥିବା ବେଳେ ରମ୍ଭା ଅଞ୍ଚଳର କିଛି ବ୍ୟକ୍ତି ତାଙ୍କୁ ବାଇକ୍‌ରେ ଉଠାଇନେଇ ମାଡ଼ ମାରିଥିଲେ। ଏ ନେଇ ଥାନାରେ ମାମଲା ହୋଇଥିବା ରମ୍ଭା ଥାନା ପୋଲିସ ପକ୍ଷରୁ କୁହାଯାଇଛି । କେଉଁ ଦଳର ବ୍ୟକ୍ତି ଏଥିରେ ସମ୍ପୃକ୍ତ ଅଛନ୍ତି, ତାହା ତଦନ୍ତ ପରେ ଜଣାପଡ଼ିବ ବୋଲି ଥାନା ଆଇଆଇସି ଦୀପ୍ତିରଞ୍ଜନ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri