Posted inଜାତୀୟ

ବଳାତ୍କାର ମାମଲାରେ ମୃତ୍ୟୁ ଦଣ୍ଡାଦେଶ ହୋଇଥିବା ୩ ଦୋଷୀଙ୍କୁ ନିର୍ଦ୍ଦୋଷରେ ଖଲାସ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୭।୧୧ : ଦିଲ୍ଲୀର ଚାୱଲା ଅଞ୍ଚଳରେ ୨୦୧୨ ମସିହାରେ ୧୯ ବର୍ଷର ଯୁବତୀଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୩ ଜଣ ଦୋଷୀଙ୍କୁ ସୁପ୍ରିମକୋର୍ଟ ସୋମବାର ନିର୍ଦ୍ଦୋଷରେ ଖଲାସ କରିଛନ୍ତି।

୧୦ ବର୍ଷ ପୁରୁଣା ଏହି ବଳାତ୍କାର ଓ ହତ୍ୟା ମାମଲା ୩ ଜଣଙ୍କୁ ଦୋଷର ସାବ୍ୟସ୍ତ କରି ଦିଲ୍ଲୀର ଏକ କୋର୍ଟ ମୃତ୍ୟୁଦଣ୍ଡାଦେଶ ଦେଇଥିଲେ। ଏହି ନିଷ୍ପତ୍ତିକୁ ଠିକ କହି ଦିଲ୍ଲୀ ହାଇକୋର୍ଟ ମଧ୍ୟ ମୃତ୍ୟୁଦଣ୍ଡକୁ କାଏମ୍‌ ରଖିଥିଲେ। ଏହା ପରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିମାନେ ଏହି ରାୟ ବିରୋଧରେ ସୁପ୍ରିମକୋର୍ଟରେ ଏକ ଆବେଦନ କରିଥିଲେ।

ଏହି ମାମଲା ଉତ୍ତରାଖଣ୍ଡ ପୌଡିର ସମ୍ପୃକ୍ତ ଯୁବତୀଙ୍କୁ ଅପହରଣ ଓ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ବଳାତ୍କାର କରିବା ପରେ ଅପରାଧୀମାନେ ଯୁବତୀଙ୍କ ଆଖିରେ ଏସିଡ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri