Posted inଜାତୀୟ

ଜମ୍ମୁ-କଶ୍ମୀର ନିର୍ବାଚନ ପ୍ରସଙ୍ଗ: ଶୁଣାଣି ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୭: କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ କରିବାକୁ ନିର୍ବାଚନ ଆୟୋଗଙ୍କୁ ନିର୍ଦ୍ଦେଶ ଦେବା ଆବେଦନ ଉପରେ ସୁପ୍ରିମକୋର୍ଟ ଶୁଣାଣି ସ୍ଥଗିତ ରଖିଛନ୍ତି। ଏଥିସହ ମଣିପୁରରେ ଇଣ୍ଟରନେଟ ବନ୍ଦ ପ୍ରସଙ୍ଗର ଆବେଦନକୁ ସୁପ୍ରିମକୋର୍ଟ ମଧ୍ୟ ଖାରଜ କରିଦେଇଛନ୍ତି।

ଜମ୍ମୁ-କଶ୍ମୀରରେ ନିର୍ବାଚନ କରିବା ଆବେଦନ ଉପରେ ସୁପ୍ରିମକୋର୍ଟ କହିଛନ୍ତି ଯେ, ଧାରା ୩୭୦ ଉଚ୍ଛେଦ ସହ ଜଡିତ ମାମଲା ଜୁଲାଇ ୧୧ରେ ଶୁଣାଣି ହେବ ବୋଲି ତାରିଖ ଧାର୍ଯ୍ୟ ହୋଇଛି। ଶୁଣାଣି ପରେ ହିଁ ଏହି ଆବେଦନ ଉପରେ ଶୁଣାଣି ହେବ।

ଜମ୍ମୁ-କାଶ୍ମୀରରେ ଗଣତାନ୍ତ୍ରିକ ପ୍ରକ୍ରିୟାକୁ ପୁନଃସ୍ଥାପିତ କରିବା ପାଇଁ ଶୀଘ୍ର ବିଧାନସଭା ନିର୍ବାଚନ କରାଯାଉ ବୋଲି ହାର୍ଦ୍ଦିକ ସିଂ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ। ସେ କହିଥିଲେ ଯେ ଲୋକମାନେ ଦୀର୍ଘ ଦିନ ଧରି ଗଣତାନ୍ତ୍ରିକ ଅଧିକାରରୁ ବଞ୍ଚିତ ରଖାଯାଇପାରିବନାହିଁ। ସେ କହିଛନ୍ତି ଯେ ଜମ୍ମୁ-କଶ୍ମୀରରେ ଏକ ନିର୍ବାଚିତ ସରକାର ରହିବା ଆବଶ୍ୟକ, ଯାହା ସମସ୍ୟାର ସମାଧାନ ପାଇଁ କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri