ଚତୁର୍ଥ ଦିନରେ ବି ଶୁଣାଣି ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ

ଇସଲାମାବାଦ,୬ା୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ଖାରଜ କରିବା ଏବଂ ସଂସଦ ଭଙ୍ଗକୁ ନେଇ ପାକିସ୍ତାନର ସୁପ୍ରିମକୋର୍ଟ ବୁଧବାର ଶୁଣାଣି କରିଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ପ୍ରଧାନ ବିଚାରପତି ଉମର ଅତା ବନ୍ଦିଆଲ ଜାତୀୟ ସୁରକ୍ଷା କମିଟିର ବୈଠକର ମିନିଟ ବିଷୟରେ ପିଟିଆଇ ସରକାରଙ୍କ ଓକିଲ ବାବର ଆଓ୍ବନଙ୍କଠାରୁ ସୂଚନା ମାଗିଛନ୍ତି। ବୈଦେଶିକ ଷଡ଼ଯନ୍ତ୍ରର ପ୍ରମାଣ ଭାବରେ ଉପସ୍ଥାପିତ ହୋଇଥିବା ଚିଠିରେ ବୈଠକରେ ଆଲୋଚନା କରାଯାଇଥିଲା।

ବୁଧବାର ଶୁଣାଣି ଆରମ୍ଭ ହେବା ପରେ ବିଚାରପତି କହିଥିଲେ, ସୁପ୍ରିମକୋର୍ଟ ଆଜି ଏହି ମାମଲା ଶେଷ କରିବାକୁ ଚାହୁଁଛନ୍ତି। ତେବେ ଏହା ସମ୍ଭବ ନୁହେଁ ଏବଂ ସର୍ବୋଚ୍ଚ ନ୍ୟାୟାଳୟଙ୍କୁ କ୍ରମାଗତ ଚତୁର୍ଥ ଦିନ ଶୁଣାଣି ସ୍ଥଗିତ ରଖିବାକୁ ପଡ଼ିବ। ପାକିସ୍ତାନର ଏହି ଅତ୍ୟନ୍ତ ସମ୍ବେଦନଶୀଳ ପ୍ରସଙ୍ଗର ଶୁଣାଣିରେ ପ୍ରଧାନ ବିଚାରପତି ଅଧ୍ୟକ୍ଷତା କରୁଛନ୍ତି। ଏହି ବେଞ୍ଚରେ ଜଷ୍ଟିସ ମୁନିବ ଅଖତର, ଜଷ୍ଟିସ ଇଜାଜୁଲ ଅହସାନ, ଜଷ୍ଟିସ ମହମ୍ମଦ ଅଲି ମଜହର ଏବଂ ଜଷ୍ଟିସ ଜମାଲ ଖାନ ସାମିଲ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri