Posted inଜାତୀୟ

ବିହାର ଜାତି ଭିତ୍ତିକ ଜନଗଣନା: ଏପ୍ରିଲ ୨୮ରେ ହେବ ଶୁଣାଣି

ପାଟନା,୨୧।୪: ବିହାର ସରକାରଙ୍କ ଜାତି ଭିତ୍ତିକ ଜନଗଣନା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଏହି ଆବେଦନ ଶୁଣାଣି କରିବାକୁ ଏପ୍ରିଲ ୨୮ରେ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଅନେକ ପ୍ରସଙ୍ଗକୁ ଆଲୋକିତ କରିବା ବ୍ୟତୀତ ଜନଗଣନା କେବଳ କେନ୍ଦ୍ର ସରକାରଙ୍କ ଦ୍ୱାରା କରାଯାଇପାରିବ ବୋଲି ଅଭିଯୋଗ କରାଯାଇଛି। ତେବେ ଜାନୁୟାରୀ ୨୦ରେ ବିହାର ସରକାରଙ୍କୁ ଆଶ୍ୱସ୍ତି ମିଳିଥିଲା। ସେବେ ସୁପ୍ରିମକୋର୍ଟ ଏହି ମାମଲାରେ ହସ୍ତକ୍ଷେପ କରିବାକୁ ମନା କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri