ବିମାନ ଟିକେଟ ରିଫଣ୍ଡ ନେଇ ସ୍ପଷ୍ଟକର: ସୁପ୍ରିମକୋର୍ଟ

ଦୂଆଦିଲ୍ଲୀ: ଲକ୍‌ଡାଉନ ଯୋଗୁ ଦେଶ ମଧ୍ୟରେ ବିମାନ ସେବା ବାତିଲ ରହିଥିଲା। ହେଲେ ପୂର୍ବରୁ ବିମାନ ଟିକେଟ କରିଥିବା ଲୋକମାନେ ଏହି ଅବଧିରେ ଉଡାଣ ଲାଗି କରିଥିବା ଟିକେଟର ଅର୍ଥ ଫେରି ପାଇନାହାନ୍ତି। ବିମାନ କମ୍ପାନୀଗୁଡିକ ରିଫଣ୍ଡ ପ୍ରଦାନରେ ସମସ୍ୟା କରିବାରୁ ଏନେଇ ସୁପ୍ରିମକୋର୍ଟରେ ଆବେଦନ ହୋଇଥିଲା। ବୁଧବାର ଏ ସଂକ୍ରାନ୍ତ ଆବେଦନର ସୁପ୍ରିମକୋର୍ଟ ଶୁଶାଣି କରିଛନ୍ତି। ବାତିଲ ହୋଇଥିବା ବିମାନ ଟିକେଟର ରିଫଣ୍ଡ ଲୋକଙ୍କୁ ପ୍ରଦାନ ନେଇ କିଭଳି ବ୍ୟବସ୍ଥା ହୋଇଛି ସେ ନେଇ ଶୁକ୍ରବାର ସୁଦ୍ଧା ସ୍ପଷ୍ଟ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ୨୫ ସୁଦ୍ଧା ଏ ସଂକ୍ରାନ୍ତରେ ଏକ ସତ୍ୟପାଠ ଦାଖଲ କରିବାକୁ ସରକାରଙ୍କୁ ନିର୍ଦ୍ଦେଶରେ କୁହାଯାଇଛି। ମାମଲା ଉପରେ ଜଷ୍ଟିସ ଅଶୋକ ଭୂଷଣ, ଜଷ୍ଟିସ ଆର୍‌. ସୁଭାଷ ରେଡ୍ଡୀ ଏବଂ ଜଷ୍ଟିସ ଏମ୍‌.ଆର୍‌. ଶାହା ଶୁଣାଣି କରୁଛନ୍ତି। ସୂଚନାଯୋଗ୍ୟ, ମାର୍ଚ୍ଚ ୨୫ରେ ଲକ୍‌ଡାଉନ ଘୋଷଣା ହେବା ଦ୍ୱାରା ବିମାନ ସେବା ବାତିଲ ରହିଥିଲା। ପୂର୍ବରୁ ଟିକେଟ କରିଥିବା ଲୋକମାନେ ଏହି ଅବଧିରେ ବିମାନ ସେବା ଲାଭ କରି ନ ଥିଲେ ମଧ୍ୟ କମ୍ପାନୀଗୁଡିକ ଟିକେଟ ଅର୍ଥ ରିଫଣ୍ଡ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ କେୟାର୍ସ ପାଣ୍ଠିକୁ ରିଲାଏନ୍ସର ୫୦୦ କୋଟି

ନୂଆଦିଲ୍ଲୀ,୩୧। ୩: କୋଭିଡ୍‌-୧୯ ବିରୋଧରେ ଲଢ଼େଇରେ ଦେଶର ପ୍ରମୁଖ ବାଣିଜି୍ୟକ ଗ୍ରୁପ୍‌ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଯୋଗଦାନ ରଖିଛି। କମ୍ପାନୀ ପିଏମ୍‌ କେୟାର୍ସ ପାଣ୍ଠିକୁ ୫୦୦ କୋଟି...

କର୍ପୋରେଟ ଟିକସ ହ୍ରାସ; ଶୀର୍ଷ ୧୦୦୦ କମ୍ପାନୀଙ୍କୁ ହେବ ୩୭ ହଜାର କୋଟିର ଫାଇଦା

ନୂଆଦିଲ୍ଲୀ,୨୩-୯: ସରକାରଙ୍କ ପକ୍ଷରୁ କର୍ପୋରେଟ ଟିକସ ହ୍ରାସ ଘୋଷଣା କରାଯିବା ଦ୍ୱାରା ତାଲିକାଭୁକ୍ତ ଶୀର୍ଷ ୧ ହଜାର କମ୍ପାନୀଙ୍କୁ ପ୍ରାୟ ୩୭ ହଜାର କୋଟି ଟଙ୍କାର...

ଶିଳ୍ପ ଉତ୍ପାଦନ ୧୦.୪% ଖସିଲା

ନୂଆଦିଲ୍ଲୀ, ୧୨।୯ : କୋଭିଡ୍‌-୧୯ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାକୁ ଝଟକା ଦେଇଛି। ଭାରତୀୟ ବଜାରରେ ଲାଗୁ ହୋଇଥିବା ଲକ୍‌ଡାଉନ କାରଣରୁ ଶିଳ୍ପ କ୍ଷେତ୍ରରେ ଉତ୍ପାଦନ...

ଶିଳ୍ପ ଜଗତର ଆଶା;୨୦୨୦ରେ ଅର୍ଥ ବ୍ୟବସ୍ଥାରେ ଆସିପାରେ ସୁଧାର

ନୂଆଦିଲ୍ଲୀ,୩୦-୧୨: ୨୦୨୦ରେ ଦେଶର ଅର୍ଥ ବ୍ୟବସ୍ଥାରେ ସୁଧାର ଆସିପାରେ। ସରକାର ଏବଂ ରିଜର୍ଭ ବ୍ୟାଙ୍କ ଗ୍ରହଣ କରିଥିବା ପଦକ୍ଷେପ ସହ ବିଶ୍ୱ ସ୍ତରର ବାଣିଜ୍ୟ ସମସ୍ୟା...

କରୋନାର ପ୍ରଭାବରେ ଅର୍ଥବ୍ୟବସ୍ଥା ଟଳମଳ: ଭାରତର ଅଭିବୃଦ୍ଧି ହାରକୁ କମାଇଲା ମୁଡିଜ୍‌

ନୂଆଦିଲ୍ଲୀ,୧୭।୨: ପୃଥିବୀର ଦ୍ୱିତୀୟ ବୃହତମ ଅର୍ଥ ବ୍ୟବସ୍ଥା ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଅନ୍ତର୍ଜାତୀୟ ବଜାର ବେଶ୍‌ ପ୍ରଭାବିତ ହୋଇଛି। କରୋନା ଯୋଗୁ...

ଅପରିବର୍ତ୍ତିତ ରହିପାରେ ସୁଧହାର

ମୁମ୍ବାଇ: ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ରିଜର୍ଭ ବ୍ୟାଙ୍କ ଏହାର ଦ୍ୱିମାସିକ ମୁଦ୍ରା ନୀତି କମିଟି(ଏମ୍‌ପିସି) ବୈଠକରେ ରେପୋ ବା ସୁଧହାରକୁ ଅପରିବର୍ତ୍ତିତ ରଖିପାରେ।...

ଦିନକରେ ୧୭ ହଜାର ଏଲ୍‌ଆଇସି ପଲିସି ବିକ୍ରି ରେକର୍ଡ

ନୂଆଦିଲ୍ଲୀ,୧୫-୧: ବଲିଉଡର ପ୍ରତିଷ୍ଠିତ ଅଭିନେତା ରାଜ କପୁରଙ୍କ ଝିଅ ରିତୁ ନନ୍ଦାଙ୍କର ମଙ୍ଗଳବାର ପରଲୋକ ହୋଇଛି। ରିତୁ ଏକ ସମୟରେ ଏଲ୍‌ଆଇସିର ଜଣେ ଶୀର୍ଷ ଏଜେଣ୍ଟ...

‘ଜେଇଇ ମେନ୍‌’ରେ ଆକାଶର ବାଜିମାତ

ଭୁବନେଶ୍ୱର,୧୪।୯ : ନ୍ୟାଶନାଲ ଟେଷ୍ଟି ଏଜେନ୍ସି (ଏନଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ-୨୦୨୦ ପରୀକ୍ଷାରେ ଆକାଶ ଇନଷ୍ଟିଚ୍ୟୁଟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଜେଇଇ...

Coronavirus Update

Archives

Model This Week

Why Dharitri