ଆଦାନୀ-ହିଣ୍ଡନବର୍ଗ ମାମଲା: SEBI ତଦନ୍ତରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩।୧: ଆଦାନୀ-ହିଣ୍ଡନବର୍ଗ ମାମଲାରେ ସୁପ୍ରିମକୋର୍ଟ ବଡ଼ ରାୟ ଦେଇଛନ୍ତି। ସେବିର ତଦନ୍ତ ରିପୋର୍ଟରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। କରି ୩ ଜଣିଆ ଖଣ୍ଡପୀଠ କହିଛନ୍ତି ଯେ ସେବିର ତଦନ୍ତ ଉପଯୁକ୍ତ ଏବଂ ଏହି ଘଟଣାର ଅନୁସନ୍ଧାନ କରିବା ପାଇଁ ଏକ ଦକ୍ଷ ଏଜେନ୍ସି ଅଟେ। ଶେୟାର ମାର୍କେଟ ରେଗୁଲେଟର ଆଦାନୀ-ହିଣ୍ଡନବର୍ଗ ମାମଲାରେ ୨୪ ରୁ ୨୨ ମାମଲାରେ ତଦନ୍ତ ଶେଷ କରିସାରିଲେଣି ଏବଂ ଏବେ ଦୁଇଟି ବାକି ଅଛି। ଏହି ଦୁଇ ମାମଲାର ତଦନ୍ତ ଶେଷ କରିବା ପାଇଁ ସୁପ୍ରିମକୋର୍ଟ ସେବିକୁ ତିନି ମାସ ସମୟ ଦେଇଛନ୍ତି।

ଏହାପୂର୍ବରୁ, ନଭେମ୍ବର ୨୪ ରେ ଏହି ମାମଲାର ଶୁଣାଣି ବେଳେ ମାର୍କେଟ ରେଗୁଲେଟର ସେବି ଏବଂ ବିଶେଷଜ୍ଞ କମିଟିର ତଦନ୍ତ ଉପରେ ଉଠାଯାଇଥିବା ପ୍ରଶ୍ନକୁ ଖାରଜ କରି କୋର୍ଟ ଏହାର ନିଷ୍ପତ୍ତି ସଂରକ୍ଷିତ ରଖିଥିଲେ। ସୂଚନାଯୋଗ୍ୟ, ଆମେରିକାର ସର୍ଟ ସେଲ୍ର ସଂସ୍ଥା ୨୦୨୩ ରେ ଜାନୁୟାରୀ ମାସରେ ଆଦାନୀ ଗ୍ରୁପ୍ ଉପରେ ଏକ ରିସର୍ଚ୍ଚ ରିପୋର୍ଟ ପ୍ରକାଶ କରିଥିଲା ​​ଯେଉଁଥିରେ ଆଦାନୀ କମ୍ପାନୀର ଅଂଶଧନକୁ ଅଧିକ ମୂଲ୍ୟ ଦିଆଯିବା ସହ ଠକେଇ ସମେତ ଗ୍ରୁପ୍ ଉପରେ ଋଣ ସମ୍ପର୍କରେ ଗୁରୁତର ପ୍ରଶ୍ନ ଉଠିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri