Posted inଜାତୀୟ

ଶିବସେନା ବିବାଦକୁ ନେଇ ସୁପିମକୋର୍ଟଙ୍କ ବଡ ନିଷ୍ପତ୍ତି, ୫ ଜଜଙ୍କ ସମ୍ବିଧାନ ପୀଠକୁ ଦିଆଗଲା ମାମଲା

ନୂଆଦିଲ୍ଲୀ,୨୩ ।୮: ଶିବସେନା କାହାର? ଏବେ ଏହି ମାମଲା ସୁପ୍ରିମକାର୍ଟରେ । ମଙ୍ଗଳବାର ଏହାର ଏକ ଶୁଣାଣି କରି କୋର୍ଟ ଏହି ମାମଲାକୁ ୫ ଜଜଙ୍କ ଖଣ୍ଡପୀଠକୁ ହସ୍ତାନ୍ତର କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ଏହାର ଶୁଣାଣି ହେବ । ୫ ଜଣ ଜଜ ବିଶିଷ୍ଟ ବେଞ୍ଚ ଶୁକ୍ରବାର ସ୍ଥିର କରିବେ ଯେ ଶିବସେନାର ନିର୍ବାଚନ ଚିହ୍ନ ଉପରେ ଆୟୋଗ ତାର ଶୁଣାଣି ଜାରି ରଖିବ ନା ନାହିଁ ।

ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି କହିଛନ୍ତି, ଶୁଣାଣି ସମୟରେ ଶିନ୍ଦେ ଓ ଉଦ୍ଧବ ଠାକରେଙ୍କ ପକ୍ଷରୁ ଆବେଦନ କରାଯାଇଛି । ଏହି ଆବେଦନକୁ ଦେଖି ସୁପ୍ରିମକୋର୍ଟ ନିର୍ବାଚନ କମିଶନଙ୍କୁ କହିଛନ୍ତି, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଦ୍ୱାରା ଦିଆଯାଇଥିବା ‘ଅସଲି ଶିବସେନା’ପାର୍ଟି ଭାବେ ମାନ୍ୟତା ଦେବା ଓ ‘ଧନୁ ତୀର’ ଚିହ୍ନକୁ ତାଙ୍କୁ ଦେବା ପାଇଁ ଆବେଦନ କରାଯାଇଥିବାରୁ ଗୁରୁବାର ପର୍ଯ୍ୟନ୍ତ ନିର୍ବାଚନ କମିଶନ ଏହା ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ନେବେ ନାହିଁ । ଏହାପରେ କୋର୍ଟ ଏହି ମାମଲାକୁ ୫ ଜଣିଆ ଖଣ୍ଡପୀଠକୁ ଦେଇଛନ୍ତି । ଏବେ ସମ୍ବିଧାନ ପୀଠ ସ୍ଥିର କରିବ ଯେ ଏବେ ବାଚସ୍ପତି ଅଯୋଗ୍ୟତା ଉପରେ ଶୁଣାଣି କରିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri